Posted inଖେଳ

କ୍ରିକେଟର୍‌ ସବୁ ଫର୍ମାଟରୁ ଅବସର ନେଲେ ଏହି ମହାନ କ୍ରିକେଟର୍‌

ଜୋହାନ୍ସବର୍ଗ,୧୯।୧: ଚଳିତ ବର୍ଷ ଅକ୍ଟୋବରରେ ଭାରତରେ ଦିନିକିଆ ବିଶ୍ୱକପ ଖେଳାଯିବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ସେ ସମସ୍ତ ଫର୍ମାଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ୩୯ ବର୍ଷୀୟ ଆମ୍‌ଲା ତାଙ୍କ କ୍ୟାରିୟରରେ ଏକ ତ୍ରିଶତକ ହାସଲ କରିଛନ୍ତି, କିନ୍ତୁ ବର୍ତ୍ତମାନ ଏହି ଖେଳାଳିଙ୍କୁ ପଡ଼ିଆରେ ଦେଖିବାକୁ ମିଳିବ ନାହିଁ। ଏହି ନିଷ୍ପତ୍ତି ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛି।
ଦକ୍ଷିଣ ଆଫ୍ରିକାର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ହାସିମ ଆମଲା ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଆମଲାଙ୍କ କ୍ୟାରିଅର୍‌ ପ୍ରାୟ ଦୁଇ ଦଶନ୍ଧି ବ୍ୟାପିଥିଲା। ଏହି ସମୟରେ ସେ ଅନେକ ରେକର୍ଡ ଭାଙ୍ଗିଥିଲେ।
ଆମଲା ତାଙ୍କ କ୍ୟାରିୟରରେ ୩୪,୧୦୪ ରନ ସ୍କୋର କରିଥିଲେ। ଏଥିମଧ୍ୟରୁ ୨୦୦୪ରୁ ୨୦୧୯ ମଧ୍ୟରେ ତାଙ୍କର ୧୨୪ ଟେଷ୍ଟ ମ୍ୟାଚରେ ୯,୨୮୨ ରନ କରିଥିଲେ। ୨୦୧୨ରେ ଆମଲା ଓଭାଲ ଗ୍ରାଉଣ୍ଡରେ ଇଂଲଣ୍ଡ ବିପକ୍ଷରେ ଅପରାଜିତ ୩୧୧ ଖେଳିଥିଲେ। ସେ ନିଜ ଟେଷ୍ଟ କ୍ୟାରିୟରରେ ୨୮ ଶତକ ଏବଂ ୪୧ ଅର୍ଦ୍ଧଶତକ ହାସଲ କରିଥିଲେ। ଟେଷ୍ଟ ଫର୍ମାଟରେ ଦକ୍ଷିଣ ଆଫ୍ରିକା ପାଇଁ ତ୍ରିଶତକ ହାସଲ କରିଥିବା ସେ ମଧ୍ୟ ପ୍ରଥମ ଖେଳାଳି।
ଡର୍ବାନରେ ଜନ୍ମଗ୍ରହଣ କରିଥିବା ହାସିମ ଆମଲା ତାଙ୍କ କ୍ୟାରିୟରରେ ୧୮୧ଟି ଦିନିକିଆ ଏବଂ ୪୪ ଟି-୨୦ ଅନ୍ତର୍ଜାତୀୟ ଖେଳିଥିଲେ। ଦିନିକିଆରେ ସେ ୨୭ ଶତକ ସହିତ ୮୧୧୩ ରନ ସ୍କୋର କରିଥିବାବେଳେ ଅନ୍ତର୍ଜାତୀୟ ଟି-୨୦ ଫର୍ମାଟରେ ସେ ୮ ଅର୍ଦ୍ଧଶତକ ସହ ୧୨୭୭ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?