Posted inଖେଳ

କ୍ରିକେଟର ଦିନେଶ କାର୍ତ୍ତିକଙ୍କ ଗର୍ଭବତୀ ସ୍ତ୍ରୀଙ୍କୁ ବିବାହ କରିଥିଲେ ମୁରଲୀ ବିଜୟ

ଭାରତର ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଆଜି ୩୫ତମ ଜନ୍ମଦିନ ପାଳନ କରୁଛନ୍ତି। ମହେନ୍ଦ୍ର ସିଂ ଧୋନୀଙ୍କ ପରି ଦୀନେଶ କାର୍ତ୍ତିକ ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୧୯ ବିଶ୍ୱକପ ସେମିଫାଇନାଲରେ ଖେଳିଥିଲେ। କାର୍ତ୍ତିକଙ୍କୁ ୩୫ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛି ଆଇସିସି ଏବଂ ବିସିସିଆଇ। ଏକଦା ଦୀନେଶ କାର୍ତ୍ତିକଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଥିଲେ। ଭାରତୀୟ କ୍ରିକେଟ ଖେଳାଳି ମୁରଲୀ ବିଜୟଙ୍କ ସହ ତାଙ୍କର ବିବାଦ କାହାକୁ ଅଛପା ନାହିଁ। ମୁରଲୀ ବିଜୟ ଦୀନେଶ କାର୍ତ୍ତିକଙ୍କୁ ବିଶ୍ୱାସଘାତକତା କରି ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କୁ ବିବାହ କରିଥିଲେ ବୋଲି ଖବର ପ୍ରକାଶ ପାଇଥିଲା। ୨୦୦୭ରେ କାର୍ତ୍ତିକ ପିଲାଦିନର ବନ୍ଧୁ ନିକିତାଙ୍କୁ ବିବାହ କରିଥିଲେ। ୨୦୧୨ରେ ନିକିତା ଏବଂ ବିଜୟଙ୍କ ସାକ୍ଷାତ ହୋଇଥିଲା। ପରେ ଉଭୟଙ୍କ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। କାର୍ତ୍ତିକ ଏହା ଜାଣିବା ପରେ ନିକିତାଙ୍କୁ ଛାଡପତ୍ର ଦେଇଥିଲେ। ସେତେବେଳେ ସେ ଗର୍ଭବତୀ ଥିଲେ। ମୁରଲିଙ୍କୁ ବିବାହ କରିବା ପରେ ନିକିତା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ସେପଟେ କାର୍ତ୍ତିକ ସ୍କ୍ବାସ୍‌ ଖେଳାଳି ଦୀପିକା ପାଲିକଲଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri