Categories: ଖେଳ

କ୍ରିକେଟ ଇତିହାସରେ ପ୍ରଥମ

ଆଇସିସିର ନୂଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଏହା ହେଉଛି ପ୍ରଥମ ଟେଷ୍ଟ। ଫଳରେ ଟେଷ୍ଟ କ୍ରିକେଟର ୧୪୨ ବର୍ଷ ଇତିହାସରେ ପ୍ରଥମଥରପାଇଁ ଖେଳାଳିମାନେ ସେମାନଙ୍କ ନାମ ଓ ନମ୍ବର ଲେଖାଥିବା ଟି-ଶାର୍ଟ ପିନ୍ଧିଛନ୍ତି। ଏଜବାଷ୍ଟନ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ୨୦୦୧ ପରଠାରୁ ଗୋଟିଏ ହେଲେ ମ୍ୟାଚ ଜିତି ପାରିନାହିଁ। ଅନ୍ୟପକ୍ଷରେ ଇଂଲଣ୍ଡ ଏଠାରେ ଖେଳିଥିବା ୧୧ଟି ଯାକ ଅନ୍ତର୍ଜାତୀୟ ମ୍ୟାଚରେ ବିଜୟ ହାସଲ କରିଛି।

Share