Posted inଖେଳ

କ୍ରିକେଟ ଖେଳରେ ମଙ୍କଡିଙ୍ଗ ଆଉଟ କ’ଣ ଜାଣନ୍ତି କି?

କ୍ରିକେଟ ଖେଳରେ ଅନେକ ପ୍ରକାରର ଆଉଟ୍‌ ରହିଛି। ସେଥିମଧ୍ୟରୁ ମଙ୍କଡିଙ୍ଗ ଆଉଟ୍‌ ଅନ୍ୟତମ। ଏହି ଆଉଟ୍‌ ଜଣାଶୁଣା ହୋଇ ନ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ୯ ଜଣ ବ୍ୟାଟ୍ସମ୍ୟାନ୍‌ ଏହି ଆଉଟ୍‌ ହୋଇଛନ୍ତି।
ମଙ୍କଡିଙ୍ଗ ଆଉଟ କଣ?
ମ୍ୟାଚ ଚାଲୁଥିବା ସମୟରେ ନନ ଷ୍ଟ୍ରାଇକର ବୋଲିଂ ପୂର୍ବରୁ କ୍ରିଜ ଛାଡି ଆଗକୁ ପଳାଇଯାଇଥିବା ସମୟରେ ବୋଲର ଉକ୍ତ ଷ୍ଟମ୍ପରେ ବଲ ମାରି ଆଉଟ କରିପାରିବେ। ଏହି ମଙ୍କଡିଙ୍ଗ ଆଉଟ ୧୯୪୭ ମସିହା ଡିସେମ୍ବର ୧୩ ତାରିଖରେ ଭାରତୀୟ ଖେଳାଳି ବିନୁ ମଙ୍କଡ ଅଷ୍ଟ୍ରେଲିଆ ଖେଳାଳି ବିଲ ବ୍ରାଉନଙ୍କୁ ଆଉଟ କରିଥିଲେ। ଏହି ରନ ଆଉଟକୁ ଅନୌପୋଚାରିକ ଭାବେ ମଙ୍କଡିଙ୍ଗ ଆଉଟ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri