କ୍ରିକେଟ ମ୍ୟାଚ ପାଇଁ ବେଟିଂ, ୩ ଗିରଫ

ଗୁଣପୁର,୪।୪(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ କ୍ରିକେଟ ମ୍ୟାଚ ପାଇଁ ବେଟିଂ କରିବା ଅଭିଯୋଗରେ ପୁଣି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁଣପୁରର ଜି. ଶ୍ରୀନିବାସ ରାଓ, କତୁରୁ ଗ୍ରାମର ଏସ୍. ତାତା ରାଓ ଏବଂ ଗୁଡାରୀର ମନୋଜ ବେହେରା। ସେମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ରଶ୍ମି ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ ଏହି ଘଟଣାରେ ଗତ ମାର୍ଚ୍ଚ ୮ରେ ୩ ଜଣଙ୍କୁ ଗିରଫ କରାଯାଇଥିଲା। ସେହି ସମୟରେ ସେମାନଙ୍କ ନିକଟରୁ ୧ ଲକ୍ଷ ୨୬ ହଜାର ଟଙ୍କା ସହ ୨ଟି ବାଇକ, ୬ଟି ମୋବାଇଲ ଏବଂ ୩ଟି ଏଟିଏମ କାର୍ଡ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri