କ୍ରିସ୍‌ମାସ୍‌ରେ ରୋମାଣ୍ଟିକ ହେଲେ ଏହି ଦୁଇ ଯୋଡ଼ି

ବମ୍ବେ: ବଡଦିନ ତଥା ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଧୂମ୍‌ଧାମରେ ପାଳନ କରିଛନ୍ତି ବଲିଉଡର ଅନେକ କଳାକାର। ଅନେକ ଘରକୁ ରଙ୍ଗ ବେରଙ୍ଗର ଆଲୋକମାଳାରେ ସଜାଇ କ୍ରିସମାସ୍‌ ଟ୍ରି’ କରିଥିବା ମଧ୍ୟ ଦେଖାଯାଇଛି। ଏହି ଅବସରରେ ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଦୀପିକା-ରଣବୀର, ପ୍ରିୟଙ୍କା-ନିକ୍‌ ରୋମାଣ୍ଟିକ ହୋଇଥିବା ଦେଖିବାକୁ ମିଳୁଛି। ଦୀପିକା ଓ ପ୍ରିୟଙ୍କା ଇନ୍‌ଷ୍ଟା ଆକାଉଣ୍ଟରେ ନିଜ ନିଜ ସାଥୀଙ୍କ ସହ ଫଟୋ ଶେୟାର କରିଛନ୍ତି। ଏଥିସହ ସେମାନେ ପ୍ରଶଂସକଙ୍କୁ ଏହି ଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି।

ପ୍ରକାଶ ଥାଉ କି, ଆଗାମୀ ଦିନରେ ଦୀପିକାଙ୍କ ଫିଲ୍ମ ‘ଛପାକ’ ରିଲିଜ ହେବାକୁ ଯାଉଛି। ଏକ ସତ୍ୟ ଘଟଣା ଉପରେ ଆଧାରିତ ରହିଛି ଫିଲ୍ମ। ଏଥିରେ ତାଙ୍କୁ ଜଣେ ଏସିଡ ପୀଡ଼ିତା ଭୂମିକାରେ ଦେଖିବାକୁ ମିଳିବ। ଫିଲ୍ମର ଟ୍ରେଲର ନିକଟରେ ରିଲିଜ କରାଯାଇଥିଲା। ଏହାକୁ ଦର୍ଶକେ ବହୁତ ପସନ୍ଦ କରିଛନ୍ତି। ଜାନୁୟାରୀ ୧୦ରେ ଏହା ପରଦାକୁ ଆସିବ। ବିବାହ ପରେ ଦୀପିକାଙ୍କ ଏହା ପ୍ରଥମ ଫିଲ୍ମ ହୋଇଥିବାରୁ ବହୁତ ଖାସ୍‌ ବୋଲି କୁହାଯାଉଛି। ଏହା ଭଲ ବ୍ୟବସାୟ କରିବ ବୋଲି ନିର୍ମାତା ଆଶା ରଖିଛନ୍ତି। ସେହିଭଳି ନିକଟରେ ପ୍ରିୟଙ୍କାଙ୍କ ଫିଲ୍ମ ‘ଦ ସ୍କାଏ ଇଜ୍‌ ପିଙ୍କ’ ରିଲିଜ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri