ଭୁବନେଶ୍ୱର,୨୯-୬ -କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ଉପସ୍ଥିତିରେ ପଦ୍ମକେଶରୀପୁର, ଇଞ୍ଜନା ଏବଂ ପଟିଆ ଗ୍ରାମର କ୍ଷତିଗ୍ରସ୍ତ ପରିବାରଗୁଡିକୁ ଏହି ସହାୟତା ଯୋଗାଇ ଦିଆଯାଇଥିଲା। ରୁଫଟପ୍ ମେଟାଲଶିଟ, ସୋଲାର ଲ୍ୟାମ୍ପ, ମୋବାଇଲ ଚାର୍ଜର ଭଳି ସାମଗ୍ରୀ ଲୋକମାନଙ୍କୁ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମ ଅବସରରେ କ୍ରେଡାଇ ଓଡିଶା ଅଧ୍ୟକ୍ଷ ଡି.ଏସ୍.ତ୍ରିପାଠୀ, ସଭାପତି ସ୍ବଦେଶ କୁମାର ରାଉତରାୟ, ଉପାଧ୍ୟକ୍ଷ ବିନୟକୃଷ୍ଣ ଦାସ, ଉପସଭାପତି ଉମେଶ ଖଣ୍ଡେଲଓ୍ବାଲ, ଯୁଗ୍ମ ସମ୍ପାଦକ ଅଶୋକ କୁମାର ପାତ୍ର, ସମ୍ପାଦକ ଅନୀଲ କୁମାର ଅଗ୍ରଓ୍ବାଲ, ସିଏସ୍ଆର୍ କମିଟି ଅଧ୍ୟକ୍ଷ ସଂଗ୍ରାମ କେଶରୀ ସାହୁ, ସୋଫିଆ ଫିରଦୋଶ ଏବଂ କ୍ରେଡାଇ କଟକ ସଭାପତି ଆର୍ .ପି.ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।
ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…
ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…
କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…
ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…
EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ
ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…
ଟାଟା ଗ୍ରୁପ୍ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ
ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…
Archives

