କ୍ଲବ ପରିସରରେ ପଡ଼ିରହିଛି ରାତ୍ରି ଜଗୁଆଳିଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ନୟାଗଡ଼ ଅଫିସ,୨୨ା୫: ନୟାଗଡ଼ର ସର୍ବ ପୁରାତନ କେସି କ୍ଲବ ପରିସରରେ କ୍ଲବର ନାଇଟ୍‌ ୱାଚର ବସନ୍ତ ବେହେରା (ଘାଉଆ)ଙ୍କର ମୃତଦେହ ପଡ଼ିରହିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଆଇଆଇସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri