Posted inଫୁରସତ

କ୍ଷଣକରେ ପ୍ରାଣୀଙ୍କର ଜୀବନ ନେଇପାରେ ଏହି ଗଛ

ପୃଥିବୀରେ ଥିବା ଜୀବଜନ୍ତୁଙ୍କ ମଧ୍ୟରେ ବ୍ଲାକ କୋବ୍ରାର ବିଷ ସବୁଠାରୁ ମାରାତ୍ମକ ବୋଲି କୁହାଯାଏ। ହେଲେ ତା’ଠାରୁ ଅଧିକ ବିଷାକ୍ତ ହେଉଛି ‘ହୋଗବିଜ’ ବା କିଲର ଟ୍ରି ନାମକ ଏକ ଘାସ(ବୈଜ୍ଞାନିକ ନାମ ‘ହେରକିଲମ୍‌ ମେଟାଗୋଜିଏନମ୍‌’)। ଗାଜର ଘାସ ପ୍ରଜାତିର ଏହି ଘାସ ମାତ୍ର କେଇ ସେକେଣ୍ଡରେ ଯେ କୌଣସି ପ୍ରାଣୀକୁ ମାରିଦେଇପାରେ। ଏହି ଘାସର ଫୁଲ ଦେଖିବାକୁ ସୁନ୍ଦର। ଏହା ନ୍ୟୁୟର୍କ, ପେନ୍‌ସିଲଭାନିଆ, ମେରିଲାଣ୍ଡ, ଓ୍ବାଶିଂଟନ୍‌ ଓ ମିଶିଗାନରେ ଦେଖାଯାଇଥାଏ। ଯଦି ଭୁଲ୍‌ବଶତଃ ଏହି ଘାସ ଦେହରେ ଲାଗିଯାଏ ତେବେ ଚମଡା ଛାଡିବାଯାଏ ତାହା କୁଣ୍ଡେଇ ହୋଇଥାଏ। ଏଥିରେ ‘ସେନ୍ସଟାଇଜିଂ ଫୁରାନୋକୋମାରିସ୍‌’ ନାମକ ଏକ ରାସାୟନିକ ପଦାର୍ଥ ରହିଥାଏ, ଯାହା ଖୁବ୍‌ ବିଷାକ୍ତ ବୋଲି ଏକ ଗବେଷଣାରୁ ଜଣାପଡିଛି। ଏହା ୧୪ ଫୁଟ ଉଚ୍ଚତା ପର୍ଯ୍ୟନ୍ତ ବଢିଥାଏ। ଏହାର ସଂସ୍ପର୍ଶରେ ଥରେ ଆସିଲେ ଦେହ କୁଣ୍ଡାଇ ହେବା ସହ ଦୃଷ୍ଟିଶକ୍ତି ଖୁବ୍‌ ଶୀଘ୍ର ନଷ୍ଟ ହୋଇଥାଏ। ଗବେଷକଙ୍କ କହିବା କଥା ହେଲା ଏପର୍ଯ୍ୟନ୍ତ ଏହା ପାଇଁ କୌଣସି ଔଷଧ ବାହାର କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri