Posted inରାଜ୍ୟ

କ୍ଷୀର, ଦହି ବିକ୍ରିରେ ଚଳୁଛି ଘର

ଦୀର୍ଘ ୩୦ ବର୍ଷ ହେଲା କ୍ଷୀର, ଦହି ବେପାର କରୁଛନ୍ତି। ଏହା ହିଁ ତାଙ୍କର କୌଳିକ ବୃତ୍ତି। ଚାଟଶାଳୀରୁ ଅଧିକ ପାଠ ପଢ଼ି ନ ଥିବାରୁ ପିଲାବେଳୁ ଏହାକୁ ରୋଜଗାରର ମାଧ୍ୟମ କରିଛନ୍ତି ଢେଙ୍କାନାଳ ଜିଲା ନିମିଧା ବିଶ୍ୱନାଥପୁର ଗ୍ରାମର ସୁରେଶ ବେହେରା। ସୁରେଶଙ୍କୁ ଏବେ ବୟସ ପ୍ରାୟ ୫୩ ହେବ। ପରିବାର କହିଲେ ସ୍ତ୍ରୀ ଓ ୪ ଝିଅପୁଅ। ଗୋପାଳ ହୋଇଥିବାରୁ ବାପାଙ୍କ ଠାରୁ କ୍ଷୀରରୁ ଦହି ତିଆରି କରିବା ଶିଖିଥିଲେ ସେ। ତାଙ୍କ ଘରେ ଏବେ ୭ଟି ଗାଈ ଅଛନ୍ତି। ଦୈନିକ ସକାଳେ ଗାଈମାନଙ୍କ ସେବା କରିବା ସହ କ୍ଷୀର ସଂଗ୍ରହ କରି ବଜାରରେ ବିକ୍ରି କରିଥାନ୍ତି। କ୍ଷୀରରୁ ଦହି, ଛେନା, ଘିଅ ଆଦି ତିଆରି କରିଥାନ୍ତି। ଭୋର ୫ ଟାରେ ଉଠି ନିତ୍ୟକର୍ମ ସାରିବା ପରେ ଗୋରୁଙ୍କୁ ଖାଇବାକୁ ଦେଇଥାନ୍ତି। ଏହାପରେ କ୍ଷୀର ସଂଗ୍ରହ କରି ବଜାରରେ ବିକ୍ରି କରିଥାନ୍ତି। ବଳକା କ୍ଷୀରରେ ଦହି, ଛେନା, ଘିଅ ଆଦି ତିଆରି କରନ୍ତି। ଏଥିରେ ସ୍ତ୍ରୀ ଅଳକା ତାଙ୍କୁ ସହାୟତା କରିଥାନ୍ତି। ସେହିପରି ସପ୍ତାହକୁ ୪ ଦିନ ଦହି ଭାର ଧରି ଢେଙ୍କାନାଳ, ଅନୁଗୋଳ, ନାଲ୍‌କୋ, ତାଳଚେର, ବଲଣ୍ଡା ଆଦି ବିଭିନ୍ନ ଅଞ୍ଚଳକୁ ଯାଇ ବ୍ୟବସାୟ କରନ୍ତି। ଘରକୁ ଫେରିଲା ବେଳକୁ ସା ହୋଇଯାଏ। ତାଙ୍କ ହାତ ତିଆରି ଦହି ଓ ଛେନାର ଭଲ ଚାହିଦା ଥିବାରୁ ବହୁ ଗ୍ରାହକ ଅଗ୍ରିମ ଦେଇ ଏସବୁ ଜିନିଷ ନେଇଥାନ୍ତି। ତେବେ କ୍ଷୀର ଦହି ବିକ୍ରି କରି ପରିବାର ଭରଣ ପୋଷଣ କରନ୍ତି ବୋଲି ସୁରେଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଳିନି ଯୁଦ୍ଧ! ଅସ୍ତ୍ରବିରତି ସତ୍ତ୍ୱେ ଆତଙ୍କିତ ଅବସ୍ଥାରେ ଲୋକେ, ହାଇ ଆଲର୍ଟରେ…

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଘୋଷିତ ଯୁଦ୍ଧବିରତି ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧ କ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri