କ୍ଷୁଦ୍ର ନାଟକରେ କରୋନା ସଚେତନତା

ଭଞ୍ଜନଗର,୨୫।୪(ଡି.ଏନ.ଏ)-ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡିସ୍ଥିତ ଓମ୍‌ ସଙ୍ଗୀତ ଏକାଡ଼େମୀର କଳାକାରମାନେ ଏକ ଗୀତ ମାଧ୍ୟମରେ କରୋନା ସଚେତନତା କରିଛନ୍ତି। ପ୍ରଦୀପ ସ୍ବାଇଁଙ୍କ ନିର୍ଦ୍ଦେଶନା ଓ ଚାନ୍ଦିନି ସିଂଙ୍କ କଣ୍ଠରେ ପ୍ରସ୍ତୁତ ହୋଇଥିବା ଏହି ଗୀତ ସୋସିଆଲ ମିଡ଼ିଆରେ ଲୋକଙ୍କ ମନକୁ ଛୁଇଁଛି । ସେହିପରିି ଭଞ୍ଜନଗର ୟୁନିକ୍‌ ଡ଼୍ୟାନ୍ସ ଏକାଡ଼େମୀ ଓ କଣ୍ଟେଇପଲ୍ଲୀ ଫେନିକ୍ସ ପବ୍ଲିକ ସ୍କୁଲ ଦ୍ୱାରା କରୋନା ସଚେତନତାମୂଳକ କ୍ଷୁଦ୍ର ନାଟକ ଡିଭିଡ଼ି ଭାଗ ଭାଗକୁ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ବୁଧବାର ଉଦ୍‌ଘାଟନ କରିଛନ୍ତି । ନାଟ୍ୟକାର ପ୍ରଫୁଲ ବେହେରାଙ୍କ ରଚିତ ଏହି ନାଟକକୁ ଶିଶିର ଦାସ ନିର୍ଦ୍ଦେଶନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri