Posted inଖେଳ

କ୍ୟାଚ୍‌ ନେବାରେ ଷ୍ଟୋକ୍ସଙ୍କ ରେକର୍ଡ

କେପ୍‌ ଟାଉନ,୫।୧୨(ଏଏଫ୍‌ପି)- କ୍ୟାଚ୍‌ ନେବାରେ ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ନିଜ ଦେଶ ପାଇଁ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଚାଲିଥିବା ଦକ୍ଷିଣ ଆଫ୍ରକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ତୃତୀୟ ଦିବସରେ ପ୍ରଥମ ଇନିଂସରେ ଜେମ୍ସ ଆଣ୍ଡରସନଙ୍କ ବଲ୍‌ରେ ଦ୍ୱିତୀୟ ସ୍ଲିପ୍‌ରେ ଅନଚିଚ ନୋର୍ଜଙ୍କ କ୍ୟାଚ୍‌ ନେଇ ଗୋଟିଏ ଇନିଂସରେ ସର୍ବାଧିକ ୫ଟି କ୍ୟାଚ୍‌ ଧରିଛନ୍ତି। ଟେଷ୍ଟରେ ଗୋଟିଏ ଇନିଂସରେ ସେ ସର୍ବାଧିକ ୫ଟି କ୍ୟାଚ୍‌ ଧରିବାରେ ବିଶ୍ୱ ଟେଷ୍ଟ ରେକର୍ଡର ମଧ୍ୟ ସମକକ୍ଷ ହୋଇଛନ୍ତି।
ଇଂଲଣ୍ଡ ଖେଳିଥିବା ଗତ ୧୦୧୯ ଟେଷ୍ଟ ମ୍ୟାଚ୍‌ରେ ୨୩ଥର କୌଣସି ଖେଳାଳି ଗୋଟିଏ ଇନିଂସରେ ୪ଟି କ୍ୟାଚ୍‌ ନେବାର ରେକର୍ଡ ରହିଛି। ଗତବର୍ଷ ଲଡର୍‌ସରେ ଅନୁଷ୍ଠିତ ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟର ଗୋଟିଏ ଇନିଂସରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ ୪ଟି କ୍ୟାଚ୍‌ ନେଇଥିଲେ। ପୂର୍ବରୁ ଗୋଟିଏ ଇନିଂସରେ ୧୧ଥର ବିଶ୍ୱର ବିଭିନ୍ନ ଖେଳାଳି ୫ଟି କ୍ୟାଚ୍‌ ଧରିବାର ରେକର୍ଡ ରହିଛି। ଶେଷଥର ପାଇଁ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ୨୦୧୭/୧୮ରେ ନ୍ୟୁଲାଣ୍ଡ୍ସରେ ଗୋଟିଏ ଇନିଂସରେ ୫ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri