କ୍ୟାଟ୍ରିନାଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଭିକ୍କି

ମୁମ୍ବାଇ: ବଲିଉଡ୍‌ର ଗଳି କନ୍ଦିରେ ନାୟିକା କ୍ୟାଟ୍ରିନା କୈଫ ଓ ନାୟକ ଭିକ୍କି କୌଶଲଙ୍କ ଆଫେୟାର୍ସକୁ ନେଇ ଚର୍ଚ୍ଚା ଚାଲିଛି। ହେଲେ ଏମାନେ ଏପର୍ଯ୍ୟନ୍ତ ଏସମ୍ପର୍କରେ କିଛି ମନ୍ତବ୍ୟ ଦେଇ ନାହାନ୍ତି। ଏମାନଙ୍କୁ ଦୀପାବଳିରୁ ଆରମ୍ଭ କରି ବିଭିନ୍ନ ବାର୍ଥ ଡେ’ ପାଟିରେ ଏକାଠି ଦେଖିବା ପରେ ଚର୍ଚ୍ଚା ଆହୁରି ବଢିଯାଇଛି। ଅବଶ୍ୟ ନିକଟରେ ଏହି ସମ୍ପର୍କକୁ ନେଇ ଭିକ୍କି ମୁହଁ ଖୋଲିଛନ୍ତି। ସେ କହିଛନ୍ତି ପର୍ସନାଲ ଲାଇଫକୁ ନେଇ ସେ ସବୁବେଳେ ଖୋଲା। ଏହା ବ୍ୟତୀତ ଆମ ସମ୍ପର୍କକୁ ନେଇ ଏବେ ଯାହା ସବୁ ଆଲୋଚନା ହେଉଛି ତାକୁ ନେଇ ଆଉ ସଫେଇ ଦେବା ଆବଶ୍ୟକ ନାହିଁ। କାରଣ ସେ କେବେ ମିଛ କହିପାରନ୍ତି ନାହିଁ ବୋଲି କହିଛନ୍ତି। ଆଉ ଏଥିରେ କୌଣସି ଷ୍ଟୋରୀ ନାହିଁ ବୋଲି ମଧ୍ୟ ଭିକ୍କି ହସିହସି କହିଛନ୍ତି। ଆଉ ଭଲପାଇବା କଥା ଯଦି ଉଠୁଛି ଏହା ତ ‘ବେଷ୍ଟ ଫିଲିଙ୍ଗ’। ତେବେ କ୍ୟାଟ୍ରିନା ଓ ଭିକ୍କିଙ୍କ ଡେଟିଙ୍ଗ ଖବର ସେବେଠାରୁ ଆରମ୍ଭ ହେଲା ଯେବେ କରନ ଜୋହରଙ୍କ ଚାଟ ଶୋ’ରେ ଭିକ୍କି କ୍ୟାଟ୍ରିନାଙ୍କୁ ପସନ୍ଦ କରନ୍ତି ବୋଲି କହିଥିଲେ। ଏହାପରେ ଏହି ଯୋଡିଙ୍କୁ ବହୁବାର ଏକାଠି ଦେଖିବା ପରେ ଏମାନଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri