କ୍ୟାଣ୍ଡେଲ ନୁହେଁ ମଶାଲ ହିଁ ଆଣିବ ବିପ୍ଳବ

ବଲାଙ୍ଗୀର ଅଫିସ, ୨୦ା୧: ସର୍ବଭାତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ଉଦ୍‌ଘାଟନୀ ସନ୍ଧ୍ୟାରେ ଢ଼େଙ୍କାନାଳର ଅଲଟରନେଟିଭ୍‌ ରିଦିମ୍‌ ଥିଏଟର ପକ୍ଷରୁ ଦିନେଶ ଦାସଙ୍କ ରଚିତ ଓ ନିର୍ଦ୍ଦେଶିତ ନାଟକ ପୁନଶ୍ଚ ସତ୍ୟାଗ୍ରହ ମଞ୍ଚସ୍ଥ ହୋଇଛି ା ସ୍ବାର୍ଥବାଦୀ ମଣିଷମାନଙ୍କୁ ଯୋଗୁଁ ଗଣତନ୍ତ୍ର କିଭଳି ଜଣତନ୍ତ୍ରରେ ପରିଣତ ହୋଉଛି ା କେତେବେଳେ ଛବିରାଣୀ, ନିର୍ଭୟା, ଇତିଶ୍ରୀମାନଙ୍କ କାହାଣୀ ଭିତରେ ହଜିଯାଉଛି ଭାରତମାତାର ଗୌରବ। ରାଜନୀତିର ଛକାପଞ୍ଛା ଭିତରେ କ୍ଷତାକ୍ତ ହେଉଛନ୍ତି ସାଧାରଣ ନିରୀହ ଓ ଦେଶର ଭବିଷ୍ୟତ କିଭଳି ଉଜୁଡି ଯାଉଛି ା ଲହୁ ଲୁହ ଢ଼ାଳି ଯେଉଁମାନେ ଦେଶ ସ୍ବାଧୀନ କରିଥିଲେ ସେମାନଙ୍କ ସ୍ବପ୍ନର ରାମରାଜ୍ୟ ଆଜି କିଭଳି ଉଜୁଡି ଯାଇଛି ା ଚାରିଆଡେ କେବଳ ସ୍ବାର୍ଥପର ଲୋକଙ୍କ ଭିଡ ା କିଭଳି ଏଭଳି ସମୟକୁ ସାମ୍‌ନା କରିବେ ଆମର ଉତ୍ତରଦାୟଦମାନେ। ଏହି ପ୍ରଶ୍ନକୁ ନେଇ ଗତିଶୀଳ ଏକ ମାର୍ମିକ କାହାଣୀ ପୁନଶ୍ଚ ସତ୍ୟାଗ୍ରହ ା ଗୋଟିଏ ଘଟଣା ଘଟିଗଲେ କ୍ୟାଣ୍ଡେଲ ଧରିବା ଛାଡି ମଶାଲ ଧରିଲେ ହିଁ ଆସିବ ସାମାଜିକ ପରିବର୍ତ୍ତନ ା ଏହାହିଁ ନାଟକ ପୁନଶ୍ଚ ସତ୍ୟାଗ୍ରହର ବାର୍ତ୍ତା ା ନିଖୁଣ ଅଭିନୟରେ ଏଭଳି ଏକ ଚେତନଶୀଳ ବାର୍ତ୍ତା ଦେଇ ନୂଆ ସମାଜ ଗଠନର ବାର୍ତ୍ତା ଦେଇଛି ନାଟକ ପୁନଶ୍ଚ ସତ୍ୟାଗ୍ରହ ା ବଲାଙ୍ଗୀର କୋଶଳ କଳାମଣ୍ଡଳ ପଡିଆ ନୂଆମଞ୍ଚରେ ଅଭିନୀତ ଏହି ନାଟକକୁ ଦର୍ଶକମାନେ ମନଭରି ଉପଭୋଗ କରିଛନ୍ତି, ଅଭିନେତାଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri