କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…

ୟୁରିନ୍‌ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍‌ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ । ଏଥିପାଇଁ ଅପରେସନ୍‌ ଅବା କେମୋଥେରାପିର ଆବଶ୍ୟକତା ପଡ଼ି ନ ଥାଏ ଚାଇନାର ବେଜିଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ପ୍ରକାଶ ପାଇଛି। ସମସ୍ତ ପ୍ରକାର ରୋଗକୁ ଭଲ ଏବଂ ନିୟନ୍ତ୍ରଣ କରିବା ପାଇଁ ୟୁରିନର ହିଲିଂ ପାୱାର ରହିଛି । ଏହା ହେଉଛି ସବୁଠାରୁ ପ୍ରଭାବଶାଳୀ ପ୍ରାକୃତିକ ଚିକିତ୍ସା । କର୍କଟ ରୋଗ,  ଏଡ୍‌ସ, ଡାଇବେଟିସ୍‌ ଏବଂ କିଡ୍‌ନୀ ଫେଲ୍ୟୁଅର, ନେଫ୍ରୋଟିକ୍‌ ସିଣ୍ଡ୍ରୋମକୁ ଏହା ନିୟନ୍ତ୍ରିତ କରିଥାଏ । ଗଲ୍‌ବ୍ଲାଡ଼ର ଷ୍ଟୋନ, ମୋଟର ନ୍ୟୁରନ୍‌ ଡିଜିଜ୍‌, ମସ୍କୁଲାର ଡିସ୍‌ଟ୍ରୋଫିମେଣ୍ଟ ଆଦି କ୍ଷେତ୍ରରେ ଏହି ଥେରାପି ଦ୍ୱାରା ସୁଫଳ ମିଳିଥାଏ। ରୋଗୀ ପ୍ରଥମ ଦିନରେ ୫ ଡ୍ରପ୍‌ ଫ୍ରେସ୍‌ ମର୍ଣ୍ଣିଂ ୟୁରିନ ପିଇପାରିବେ, ଦ୍ୱିତୀୟ ଦିନରେ ଏହାକୁ ବଢ଼ାଇ ୫ରୁ ୧୦ଡ୍ରପ୍‌ କରିପାରିବେ। ତୃତୀୟ ଦିନରେ ସକାଳେ ୧୦ ଡ୍ରପ ଏବଂ ସନ୍ଧ୍ୟାରେ ବି ୧୦ ଡ୍ରପ ନେଇପାରିବେ । ଥରେ ଏହି ଚିକିତ୍ସାରେ ରହିବା ଦ୍ୱାରା ରୋଗୀ ଆରାମ ଅନୁଭବ କରିବା ପରେ ଏହି ଡୋଜକୁ ବଢ଼ାଯାଇପାରିବ । ନିଜ ପରିସ୍ରାକୁ ଆଇଡ୍ରପ ଏବଂ ଇଅର ଡ୍ରପ ଭାବେ ମଧ୍ୟ ବ୍ୟବହାର କରାଯାଇପାରିବ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri