କ୍ୟାନ୍‌ସର ସହ ଲଢ଼ିବାର କ୍ଷମତା ରଖିଛି ଖଜୁରି

ଖଜୁରିରେ ଏଭଳି କିଛି ତତ୍ତ୍ୱ ରହିଛି ଯାହା କ୍ୟାନ୍‌ସର ଭଲ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ବୋଲି ଗବେଷଣାରୁ ଜଣାପଡ଼ିଛି। ଫୁସ୍‌ଫୁସ୍‌, ସ୍ତନ ଏବଂ ପ୍ରୋଷ୍ଟେଟ୍‌ କ୍ୟାନ୍‌ସର୍‌ ନାଶ କରିବାରେ ସାହାଯ୍ୟ କରେ  ଖଜୁରି । ରୟାଲ୍‌ ସୋସାଇଟି ଅଫ୍‌ କେମିଷ୍ଟ୍ରିରେ ଏହି ଗବେଷଣା କରାଯାଇଥିଲା।  ଗବେଷଣାରେ କ୍ୟାନସର୍‌ କୋଷିକା ଖଜୁରି ସଂସ୍ପର୍ଶରେ ଆସିବା ଦ୍ୱାରା ଏହା କ୍ୟାନସର୍‌ କାରକ ଟ୍ୟୁମର୍‌ ଉପରେ ପ୍ରଭାବ ପକାଇଥିବା ଦେଖାଯାଇଥିଲା। କିଛି ଦିନ ମଧ୍ୟରେ ଏହା ଆପଣାଛାଏ ନଷ୍ଟ ହୋଇଯାଇଥିଲା। ତେବେ ଏପର୍ଯ୍ୟନ୍ତ ବୈଜ୍ଞାନିକମାନେ ନିର୍ଣ୍ଣୟ ନେଇ ପାରିନାହାନ୍ତି ଯେ, ଖଜୁରି କ୍ୟାନ୍‌ସର୍‌କୁ ରୋକିବାରେ ନା କ୍ୟାନସର୍‌କାରକ ଟ୍ୟୁମର୍‌କୁ ଠିକ୍‌ କରିବାରେ ସାହାଯ୍ୟ କରୁଛି। ଏହା ଉପରେ ସେମାନେ ଅଧିକ ଗବେଷଣା ଜାରି ରଖିଛନ୍ତି। ଖଜୁରିରେ ପ୍ରଚୁର ଭିଟାମିନ୍‌ ସି ଏବଂ ଆଣ୍ଟିଅକ୍ସିଡାଣ୍ଟ ଥାଏ। ଏହା ଶରୀରକୁ ମାରାତ୍ମକ ରୋଗରୁ ରକ୍ଷାକରିବା ସହ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri