କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଦୀପ ମହାରଥୀ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ପିପିିଲିର ନବନିର୍ବାଚିତ ବିଧାୟକ ପ୍ରଦୀପ ମହାରଥୀ ସାମୟିକ ଅସୁସ୍ଥ ହେବା ପରେ ବୁଧବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମଧୁମେହ ରୋଗ ଯୋଗୁ ସେ ଚିକିତ୍ସାଧୀନ ଥିଲେ। ହଠାତ୍‌ ସନ୍ଧ୍ୟାବେଳେ ଶରୀରରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ତାଙ୍କୁ ପିପିଲି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତରମାନେ ତାଙ୍କର ପ୍ରାଥମିକ ଚିକିତ୍ସା କରିବା ପରେ ମେଡିସିନ ଓ୍ବାର୍ଡକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri