Posted inଜାତୀୟ

କ୍ୟାବିନେଟ୍‌ ନିଷ୍ପତ୍ତି: ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍‌ ଗ୍ରିଡ୍‌; ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍‌ ଗ୍ରିଡ୍‌ ସ୍ଥାପନ କରାଯିବା ସହିତ ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର ଆଦି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଦେଶରେ ରେଲଓ୍ବେ ବିକାଶ ପାଇଁ ଇଂଲଣ୍ଡ ସହିତ ଶକ୍ତି କ୍ଷେତ୍ରରେ ବୁଝାମଣାକୁ ମଧ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଏମ୍‌ଏମ୍‌ଟିସି ଏବଂ ଏନ୍‌ଏମ୍‌ଡିସିର କିଛି ପରିମାଣର ପୁଞ୍ଜି ପ୍ରତ୍ୟାହାର କରାଯିବ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri