Posted inଫୁରସତ

କ୍ୟାମେରା ଦେଖି ପୋଜ୍‌ ଦେଉଛି ଏହି ଛେଳି, ଲୋକେ କୋରିଆ ପପ୍‌ଷ୍ଟାରଙ୍କ ସହ କରୁଛନ୍ତି ତୁଳନା

ଆଜିକାଲିର ସମୟରେ କ୍ୟାମେରା ଦେଖିଲେ ଯେ କେହିବି ଭଲ ପୋଜ୍‌ ଦେବାକୁ ଚାହିଁଥାଏ। ହେଲେ ମାଲେସିଆର ପେରାକ ରାଜ୍ୟର ଏକ ଫାର୍ମରେ ଥିବା ସନେନ ପ୍ରଜାତିର ଏକ ଛେଳି ଫଟୋକୁ ନେଇ ଚର୍ଚ୍ଚାରେ। ୧୧ ମାସର ଏହି ଛେଳିଟିକୁ କୋରିଆ ପପ୍‌ଷ୍ଟାରଙ୍କ ସହ ତୁଳନା କରାଯାଉଛି।

ଫାର୍ମ ମାଲିକ ଅହମ୍ମଦ ଏମ୍‌. ଫଦଜିରଙ୍କ କହିବା ପ୍ରକାରେ, ତାଙ୍କ ଲାଇଭ୍‌ଷ୍ଟକ୍‌ ଫାର୍ମରେ ସନେନ ପ୍ରଜାତିର ୧୭ରୁ ଅଧିକ ଛେଳି ଅଛନ୍ତି। ହେଲେ ରୋମାସ ନାମକ ଏକ ଛେଳି ସମସ୍ତଙ୍କଠାରୁ ଅଲଗା। ତାର ଫଟୋ ଉଠାଇବାର ସଉକ ରହିଛି। ରୋମାସ କ୍ୟାମେରା ଦେଖିବା ବେଳେ ଭଳିକି ଭଳି ପୋଜ୍‌ ଦେଇଥାଏ। ତେବେ ସେଭଳି କିଛି ଫଟୋ ଉଠାଇବା ପରେ ଫାର୍ମର ଫେସବୁକ୍‌ ପେଜ୍‌ରେ ଶେୟାର କରିଦେଇଥିଲେ। ଏହାକୁ ଲୋକମାନେ ପସନ୍ଦ କରିବା ସହ ଖୁବ୍‌ କମ୍‌ ସମୟରେ ଏହା ଭାଇରାଲ ହୋଇଯାଇଥିଲା। ଲୋକମାନେ ଛେଳିଟିର ମୁଣ୍ଡରେ ଥିବା ଲୋମକୁ ଦେଖି ପପ୍‌ଷ୍ଟାରଙ୍କ ସହ ତୁଳନା କରିଥିଲେ। ଏପରିକି ଫଟୋଗୁଡ଼ିକରେ ରୋମାସ ହସୁଥିବା ପରି ମନେହେଉଥିବା ଅନେକେ କହିଥିଲେ। ଶେଷରେ ରୋମାସକୁ କିଣିବା ଲାଗି ଲୋକେ ଇଚ୍ଛା ପ୍ରକାଶ କରୁଛନ୍ତି। ହେଲେ ମାଲିକ ତାକୁ ଛାଡ଼ିବାକୁ ଚାହୁଁ ନ ଥିବା କହିଛନ୍ତି। ତେବେ ଏହି ଛେଳିମାନଙ୍କୁ ପାଳିବା ସହଜ ନୁହେଁ। ସୁସ୍ଥ ବାତାବରଣରେ ସେଗୁଡ଼ିକ ବଡ଼ ହେଉଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri