କ୍ୱାରାଣ୍ଟାଇନରେ ୧୪ ଦିନ ପୂରଣ କରିଥିବା ପ୍ରବାସୀଙ୍କୁ ଟଙ୍କା ବାଣ୍ଟିଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର ୧୪ଦିନ ପୂରଣ ହେଉଥିବାରୁ ଜିଲାପାଲ ସେମାନଙ୍କୁ ୧୦୦୦ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ନିଜ ଘରେ ଆଉ ୭ଦିନ ରହି ଭଲ ଭାବରେ ନିୟମ ମାନି ଚଳିଲେ ଆଉ ୧୦୦୦ଟଙ୍କା ନିଜ ପଞ୍ଚାୟତର ସରପଞ୍ଚ ପ୍ରଦାନ କରିବେ ବୋଲି ବିଡିଓ ସୁରଞ୍ଜନ କୁମାର ସାହୁ କହିଛନ୍ତି। ତହସିଲଦାର ଡ.ଦୟାସିନ୍ଧୁ ପରିଡା, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବାବୁଲା କୁମାର ଚୌଧୁରୀ, ହୃଷିକେଶ ପାଢ଼ୀ, ଗ୍ରାମ ସେବକ ଜି .ରବିକୁମାର, ସରପଞ୍ଚ ଗୋଲାପ ପ୍ରଧାନ, ସମିତିସଭ୍ୟ କାଳୁଗୌଡ଼ ପ୍ରମୁଖଙ୍କ ଉପସ୍ଥିତରେ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସମୟରେ ଜିଲାପାଳ କୁଲାଙ୍ଗେ ପ୍ରବାସୀମାନଙ୍କୁ ନିଜ ଘରେ ସାମାଜିକ ଦୂରତ୍ୱ ରଖାକରି ରହିବା ସହ ଭଲ ଭାବରେ ସାନିଟାଇଜରରେ ହାତ ଧୋଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri