କ୍ୱାରାଣ୍ଟାଇନରେ ୨୧ ଜଣ

ଅନୁଗୋଳ ଅଫିସ୍‌, ୧୯।୩: ବାହାର ରାଜ୍ୟ ତଥା ଦେଶରୁ ଅନୁଗୋଳକୁ ଫେରିଥିବା ମୋଟ ୨୧ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏ ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଏବେ ସୁଦ୍ଧା କେବଳ ଅନୁଗୋଳ ସହରକୁ ୭ ଜଣ ବିଦେଶରୁ ଫେରିଥିବା ସୂଚନା ମିଳିଛି। ଏଥିସହ ୧୨ ଜଣ ଫଳ ବ୍ୟବସାୟୀ ବନାରସରୁ ସହରକୁ ଆସିଥିବା ଜଣାପଡିଛି। ଅନୁଗୋଳରୁ ଉଜ୍‌ବେକିସ୍ତାନର ରାଜଧାନୀ ତାସକେଣ୍ଟ ଯାଇଥିବା ୫ ଜଣ ସହରକୁ ଫେରିଛନ୍ତି। ଅନ୍ୟ ଦୁଇ ଜଣ ୪ ତାରିଖରେ ଫିନଲାଣ୍ଡ ଓ ନାଇଜେରିଆରୁ ଆସି ସହରରେ ପହଞ୍ଚତ୍ଥିବା ଜଣାପଡିଛି। ବିଦେଶ ଓ ରାଜ୍ୟ ବାହାରୁ ସହରକୁ ଫେରିଥିବା ଏହି ୧୯ ଜଣଙ୍କୁ ନିଜ ଘରେ ଅଲଗା ରହିବାକୁ ପରମର୍ଶ ଦିଆଯାଇଛି। ଏଥିସହ ସେମାନଙ୍କ ଉପରେ ପୌରପାଳିକା ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ରଖାଯାଇଥିବା କୁହାଯାଇଛି। ତେବେ ବିଦେଶ ଓ ରାଜ୍ୟ ବାହାରୁ ଆସିଥିବା କୌଣସି ଲୋକଙ୍କ ଠାରେ କରୋନା ସଂକ୍ରମଣ ଲକ୍ଷଣ ଦେଖାଯାଇ ନ ଥିବା ସୂଚନା ମିଳିଛି। ହେମସୁରପଡ଼ାର ଜଣେ ଯୁବକ ଚେନ୍ନାଇରୁ ଆସିଥିବାବେଳେ ତାଙ୍କର କୌଣସି ପତ୍ତା ମିଳୁ ନ ଥିବା ଜଣାପଡିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri