କ୍ୱାରାଣ୍ଟାଇନ୍‌ରେ ରହିଲେ ୩ ଜଣ

ଆସିକା,୨୨ା୪(ଡି.ଏନ୍‌.ଏ.): ଆସିକା ବ୍ଲକ ଓ ଏନ୍‌ଏସି ଇଲାକାକୁ ମଙ୍ଗଳବାର ବିଭିନ୍ନ ସ୍ଥାନରୁ ଆସିଥିବା ୩ ଜଣଙ୍କୁ ପ୍ରଶାସନ ପକ୍ଷରୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ା କେନ୍ଦୁଝର ଜିଲା ବଡବିଲରୁ ଜଣେ ବ୍ୟକ୍ତି କଲେଜ ଛକକୁ ଆସିଥିବା ସୂଚନା ମିଳିବା ପରେ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବିଡିଓ ପ୍ରଦୀପ କୁମାର ପଣ୍ଡା ସୂଚନା ଦେଇଛନ୍ତି ା ସେହିପରି ଆସିକା ଏନଏସି ଇଲାକାକୁ କୃଷି ବିଭାଗର ୨ କର୍ମଚାରୀ ଭୁବନେଶ୍ୱରରୁ ଆସିଥିବା ଖବର ମିଳିବାରୁ ସେମାନଙ୍କୁ ମଧ୍ୟ ହୋମ କ୍ୱାରେନଟାଇନରେ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଥିବା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri