Posted inଭଦ୍ରକ

କ୍ୱାରାଣ୍ଟାଇନ୍‌ରେ ୯୬୫ ପ୍ରବାସୀ

ବନ୍ତ,୧୯।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ସୋମବାର ସୁଦ୍ଧା ୯୬୫ ଜଣ ପ୍ରବାସୀ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଘରକୁ ଫେରିବା ପାଇଁ ପ୍ରାୟ ୮୪୪୧ ଜଣ ପଞ୍ଜୀକରଣ କରିଛନ୍ତି। ନିର୍ଦ୍ଦିଷ୍ଟ ରାଜ୍ୟ ପାଇଁ ଖୋଲା ଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସମସ୍ତ ପ୍ରବାସୀଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?