କ୍ୱାରାଣ୍ଟାଇନ୍‌ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର

ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍‌ସି ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି ସରକାର। ଶନିବାର ପଞ୍ଚାୟତିରାଜ ବିଭାଗ ସଚିବ ଦେଓରଞ୍ଜନ ସିଂ ଚିଠି ଲେଖି ସମସ୍ତ ଜିଲାର ଜିଲାପାଳ, ପିଡି ଏବଂ ବିଡିଓଙ୍କୁ ଖର୍ଚ୍ଚର ହିସାବ ଦେବାକୁ କହିଛନ୍ତି। ଜୁନ୍‌ ୧୯ ସୁଦ୍ଧା କ୍ୱାରାଣ୍ଟାଇନ୍‌ ସେଣ୍ଟରର ଖର୍ଚ୍ଚ ସମ୍ପର୍କିତ ସମସ୍ତ ତଥ୍ୟ ଦେବାକୁ ବିଭାଗ ପକ୍ଷରୁ ଚିଠିରେ ଦର୍ଶାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ଜିଲାରେ ୧୬୮୧୩ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ଯେଉଁଠି ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀମାନେ ରହିଛନ୍ତି। ଏହି ସେଣ୍ଟରରେ ସରକାର ପ୍ରବାସୀଙ୍କ ପାଇଁ ଖାଦ୍ୟପେୟ ସହିତ ୨ ହଜାର ଟଙ୍କା ମଧ୍ୟ ଯୋଗାଇ ଦେଉଛନ୍ତି। ପୂର୍ବରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀମାନେ ୧୪ ଦିନ ରହୁଥିବା ବେଳେ ପରବର୍ତ୍ତୀ ସମୟରେ ଏହାକୁ ୨୧ ଦିନ ବଢ଼ାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri