Posted inଫୁରସତ

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରତିଦିନ ୪୦ ରୁଟି, ୨୫ଟି ଇଡ୍‌ଲୀ ଖାଉଛନ୍ତି ଏହି ଯୁବକ

ବିହାରର ଏକ କ୍ୱାରାଣ୍ଟାଇନ୍‌‌ ସେଣ୍ଟରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ଯୁବକଙ୍କ ଖାଦ୍ୟ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେ ଜଳଖିଆରେ ୪୦ଟି ରୁଟି କିମ୍ବା ୨୫ଟି ଇଡ୍‌ଲୀ ଖାଉଛନ୍ତି। ଏହି ଯୁବକଙ୍କ ନାମ ଅନୁପ ଓଝା। ତାଙ୍କୁ ଖାଦ୍ୟ ଯୋଗାଇବା କଷ୍ଟକର ହୋଇପଡିଛି। ସେ ଏକୁଟିଆ ୧୦ ଜଣଙ୍କ ଖାଦ୍ୟ ଖାଉଛନ୍ତି। ଅନୁପ ନିଜ ଭୋଜନକୁ ନେଇ ସେଠାରେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପ୍ରଥମେ ପ୍ରଥମେ ତାଙ୍କ ଭୋଜନ ଦେଖି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଖାଦ୍ୟ ଅଭାବ ପଡୁଥିଲା। କିନ୍ତୁ ପରେ ତାଙ୍କ ପାଇଁ ଅଧିକ ଖାଦ୍ୟ ପ୍ରସ୍ତୁତ କରାଯାଉଥିଲା। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ତାଙ୍କୁ କୁମ୍ଭକର୍ଣ୍ଣ ବୋଲି ଡାକୁଛନ୍ତି। ସୂଚନାଯୋଗ୍ୟ, ଅନୁପ ଚାକିରି ସନ୍ଧାନରେ ରାଜସ୍ଥାନ ଯାଇଥିଲେ। ଲକ୍‌ଡାଉନ୍‌ ଯୋଗୁ ପୁଣି ନିଜ ରାଜ୍ୟକୁ ଫେରି ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ଦେଶର ସବୁଠାରୁ ବଡ ଭୋଟର ପରିବାର, ୧୦-୨୦ ନୁହେଁ ଗୋଟିଏ ପରିବାରରେ ଭୋଟରଙ୍କ ସଂଖ୍ୟା ଶହେରେ

ଗୁଆହାଟି,୧୫।୪: ଲୋକ ସଭା ନିର୍ବାଚନ ୨୦୨୪ରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ଆସାମରେ ଏକ ପରିବାର...

ଇସ୍ରାଏଲ-ଇରାନ ବିବାଦ ମଧ୍ୟରେ ଆନନ୍ଦ ମହିନ୍ଦ୍ରାଙ୍କୁ ପସନ୍ଦ ଆସିଗଲା ଏହି ଗୋଟିଏ ଜିନିଷ: କହିଲେ, ଭାରତକୁ ବି ଏହା ଆବଶ୍ୟକ

ନୂଆଦିଲ୍ଲୀ,୧୫।୪: ଅନେକ ଦିନ ପରେ ନୀରବ ରହିବା ପରେ ଶେଷରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଏହି ବିବାଦ ଉପରେ ସମଗ୍ର...

ବିବାହରେ ଅପେକ୍ଷା କରିଥିଲେ ଅତିଥି, ହନିମୁନ୍‌ରେ ବାହାରିଲେ ବରକନ୍ୟା, ଲଜ୍ଜିତ ହେଲେ ପରିବାର

ବିବାହ ହଲ୍‌ରେ ପ୍ରବେଶ କରିବା ପୂର୍ବରୁ ଆପଣ ବର କିମ୍ବା କନ୍ୟାଙ୍କର ଅନେକ କାହାଣୀ ଶୁଣିଥିବେ ନିଶ୍ଚୟ। କିନ୍ତୁ ଆପଣ କେବେ ଶୁଣିଛନ୍ତି କି ଉଭୟ...

Featured Video Play Icon

ସଫେଇ କର୍ମଚାରୀରୁ IAS ଅଫିସର

ଅବଦୁଲ୍ ନସର । ୫ ବର୍ଷ ବୟସରେ ମାତାପିତାଙ୍କ ଘଟିଥିଲା ମୃତ୍ୟୁ ।ଏହାପରେ ତାଙ୍କର ଲାଳନ ପାଳନ ହୋଇଥିଲା ଅନାଥ ଆଶ୍ରମରେ । କିନ୍ତୁ ଭାଗ୍ୟ...

ଗାଧୋଇବା ପାଇଁ ଅନ୍ୟ ଦେଶକୁ ବିମାନ ଯାତ୍ରା କଲେ ଏହି ଯୁବକ, ଖର୍ଚ୍ଚ କଲେ ଏତିକି ଟଙ୍କା…

ମୁମ୍ବାଇ: ଦୁନିଆରେ ଅଜବ ଧରଣର ଲୋକ ରହିଛନ୍ତି। କିଛି ଲୋକଙ୍କର ଅଜବ ସଉକ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ଏବେ ସେମିତି ଜଣେ ଯୁବକଙ୍କ ଫିଟୋ...

ଲାଞ୍ଚଂ ଶରଣଂ ଗଚ୍ଛାମି

ଥରେ ଜୀବେ ଦୟା ବିଷୟରେ ପ୍ରବଚନ ଶୁଣିଲା ପରେ ଉଦବୁଦ୍ଧ ହୋଇ ବାଟରେ ଯାଉଥିବା ଗାଈକୁ ଟିକେ ଆଉଁସି ଦେଲି । ଜାଗା ଅଜାଗାରେ ହାତ...

ମୋନାଲିସା ପେଣ୍ଟିଂ ଏତେ ପ୍ରସିଦ୍ଧ କ’ଣ ପାଇଁ? ଜାଣନ୍ତୁ ରହସ୍ୟ…

ଇଟାଲିର ମହାନ ଚିତ୍ରକର ଲିଓନାର୍ଡୋ ଦା ଭିନ୍ସିଙ୍କ ହାତର ଯାଦୁକରୀ ହେଉଛି ପୃଥିବୀ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ। ୧୫୦୩ରୁ ୧୫୦୬ ମସିହା ମଧ୍ୟରେ ତିଆରି ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri