କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକରଖି ପଚରାଉଚରା କରୁଥିଲା ା ଘଟଣାରେ ସତ୍ୟତା ରହିଥିବା ଯୁବକ ସ୍ବୀକାର କରିବା ପରେ ପୋଲିସ ତାଙ୍କୁ ବୁଧବାର ଗିରଫ କରିଛି ା ଗିରଫ ଅଭିଯୁକ୍ତ ହେଲେ ବ୍ରାହ୍ମଣୀଗାଁ ଥାନା ଦାଦରବାଡ଼ି ଗ୍ରାମର ସିମାଞ୍ଚଳ ମଲ୍ଲିକ।
ସିମାଞ୍ଜଳ ମହାରାଷ୍ଟ୍ରରେ ରହି ଏକ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଏବେ ଲକ୍‌ଡାଉନ ଯୋଗୁ ସେଠାରୁ ଫେରି ଦାରିଙ୍ଗବାଡ଼ି କ୍ୱାରାଣ୍ଟାଇନରେ ରହୁଥିଲେ। ସୋମବାର ଭୋରରେ ଯୁବତୀ କ୍ୱାରାଣ୍ଟାଇନ ସେଣ୍ଟରର ଉପର ମହଲାରୁ ତଳକୁ ଶୌଚପାଇଁ ଯାଇଥିବା ବେଳେ ପୂର୍ବରୁ ସେଠାରେ ଛପି ରହିଥିବା ସିମାଞ୍ଚଳ ତାଙ୍କୁ ଅସଦାଚରଣ କରିଥିଲେ। ପାଟି ଶୁଣି ଅନ୍ୟ ପ୍ରବାସୀ ଏବଂ ସିକ୍ୟୁରିଟି ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri