କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପାତ୍ର ପୂର୍ବତନ ବିଧାୟକମାନଙ୍କୁ ନୋଟିସଜାରି କରିଛନ୍ତି। ତେବେ ନୋଟିସ ପରେ ଯେଉଁ ପୂର୍ବତନ ବିଧାୟକମାନେ କ୍ୱାର୍ଟର୍ସ ନ ଛାଡ଼ିବେ ଉକ୍ତ କ୍ୱାର୍ଟର୍ସକୁ ପାଣି ଓ ବିଜୁଳି ବନ୍ଦ କରିଦିଆଯିବ ବୋଲି ବାଚସ୍ପତି ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri