କ୍ୱେଟାରେ ବୋମା ବିସ୍ଫୋରଣ: ୨ ଯବାନ ଶହୀଦ

ଇସଲାମାବାଦ,୯ ।୮: ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ବେଲୁଚିସ୍ତାନ ଅଞ୍ଚଳରେ ପୋଲିସ ଭ୍ୟାନକୁ ଟାର୍ଗେଟ କରି ରବିବାରେ ହୋଇଥିବା ଶକ୍ତିଶାଳୀ ବୋମା ବିସ୍ଫୋରଣରେ ୨ ପୋଲିସଙ୍କ ମୃତ୍ୟୁ ହେବା ସହ ୮ ପୋଲିସ ସମେତ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ବେଲୁଚିସ୍ତାନ ସରକାରଙ୍କ ପ୍ରବକ୍ତା ଲିୟାକତ ଶାହୱାନି କହିଛନ୍ତି, ପ୍ରଥମ ତଦନ୍ତରୁ ଜଣାପଡୁଛି କି ବୋମା ମୋଟର ସାଇକେଲରେ ରଖାଯାଇଥିଲା । ଶାହୱାନି କହିଛନ୍ତି ବିସ୍ଫୋରଣରେ ୨ ପୋଲିସଙ୍କ ମୃତ୍ୟୁ ହେବା ସହ ଅନ୍ୟ ୮ଜଣ ଆହତ ହୋଇଛନ୍ତି । ଏହା ପ୍ରକୃତରେ ପୋଲିସର ମୋବାଇଲ ଭ୍ୟାନକୁ ଉଡାଇ ଦେବାକୁ ଯୋଜନା କରି କରାଯାଇଥିବା କୁହାଯାଏ । ବିସ୍ଫୋରଣ ପରେ ପୋଲିସ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri