ଖଇରାରେ ଖାଉଟି ସାମଗ୍ରୀ ବଣ୍ଟନ

ଖଇରା, ୧୩ା୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ପଞ୍ଚାୟତର ଖାଉଟି ସାମଗ୍ରୀ ସୂଚାରୁ ରୁପେ ବଣ୍ଟନ କରାଯାଇଛି। ଡିଲର ପାର୍ବତୀ ବାରିକ ପଞ୍ଚାୟତରେ ୧୧ଟି ୱାର୍ଡରେ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ୩ ମାସର ସାମଗ୍ରୀ ବଣ୍ଟନ କରିଥିଲେ। ବଣ୍ଟନରେ ଡିଲରଙ୍କର କୌଣସି ତ୍ରୁଟି ନ ଥିବା ନେଇ ବିଭିନ୍ନ ୱାର୍ଡର ହିତାଧିକାରୀ ରାକେଶ କୁମାର ବାରିକ, ଉମାକାନ୍ତ ପାତ୍ର, ଇନ୍ଦ୍ରମଣି ସାହୁ, ପୂର୍ଣ୍ଣଚନ୍ଦ୍ର ମୁଖୀ, କୈଳାସ ଜେନା, ପଞ୍ଚୁ ଜେନା ପ୍ରମୁଖ ଜଣାଇଛନ୍ତି। ପ୍ରକାଶଥାଉ କି, ଖାଉଟି ସାମଗ୍ରୀ ବଣ୍ଟନରେ ବିଭ୍ରାଟ ହୋଇଥିବା ନେଇ କେତେକ ବ୍ୟକ୍ତି ଆପତ୍ତି ଉଠାଇଥିଲେ। ଅଧିକାରୀମାନେ ତଦାରଖରେ ଯିବା ପରେ ସାମଗ୍ରୀ ଠିକଠାକ୍‌ ଭାବେ ବଣ୍ଟନ କରାଯାଇଥିବା ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?