ଖଇରାରେ ସାଧାରଣତନ୍ତ୍ର ଦିବସ

ଖଇରା,୨୬।୧(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟଗୁଡିକରେ ପ୍ରଭାତ ଫେରି ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଖଇରା ଜଳସେଚନ ବିଭାଗ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀମନ୍ତ ସେଠୀ, ବ୍ଲକ କାର୍ଯ୍ୟାଳୟରେ ଅଧ୍ୟକ୍ଷା ଅଭିଲିପ୍ସା ସାହୁ ତଥା ବିଭିନ୍ନ ଦଳୀୟ କାର୍ଯ୍ୟାଳୟରେ ସଭାପତିମାନେ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri