ଖଇର ହିଂସା ଘଟଣା, ମୁଖ୍ୟ ଅଭିଯୁକ୍ତ ଅମିତ ଗିରଫ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ଜରଡା ଥାନା ଖଇର ଗ୍ରାମରେ ଗତ ୧୪ ତାରିଖ ରାତିରେ ହିଂସା ଘଟିଥିଲା। ଗ୍ରାମରେ ଯାତ୍ରାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବୁଝାମଣା ପାଇଁ ବୈଠକ ଚାଲିଥିବାବେଳେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୯ରୁ ଉର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଜଣେ ନାବାଳକ ପବିତ୍ର ପ୍ରଧାନ (୧୫)ଙ୍କର ମୃତ୍ୟୁ ହୋଇଥିଲା। ପରେ ପରିବାରବର୍ଗ ରାଜାକୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିବା ପରେ ଜରଡା ପୋଲିସ ନଂ.୮୭/୧୯ରେ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ହତ୍ୟାକାଣ୍ଡ ପରଦିନ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ଅମିତ ପ୍ରଧାନ(୨୫)ଙ୍କୁ ଗୁରୁବାର ପୋଲିସ ଗିରଫ କରିଛି। ଅମିତ ଘଟଣା ପରଠାରୁ ଜଣେ ସମ୍ପର୍କୀୟଙ୍କ ଘରେ ରହୁଥିଲେ। ଗୁରୁବାର ବାହାରକୁ ଚାଲିଯିବାକୁ ଉଦ୍ୟମ କରୁଥିବାବେଳେ ଧାନଘର ଓ କେଲୁଆ ମଧ୍ୟସ୍ଥଳୀରେ ଥିବା ମଇସାନପୁରଠାରେ ଜରଡା ପୋଲିସ କାବୁ କରିଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri