ଖଜୁରିପଡାରେ କାଳବୈଶାଖୀ ତାଣ୍ଡବ

ଖଜୁରିପଡ଼ା/ବଲସକୁମ୍ପା,୧୬ା୫(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୂତିପଡା ଓ ବଲସକୁମ୍ପା ପଞ୍ଚାୟତରେ ବାରପୁଲିୟା ଠାରୁ ପାକନା ଗାଁ କୁ ସଂଯୋଗ କରୁଥିବା ପ୍ରଧାନ ମନ୍ତ୍ରୀ ରାସ୍ତାର ବିଭିନ୍ନ ସ୍ଥାନରେ ଡାଳ ଭାଙ୍ଗି ପଡିରହିଥିବା ବେଳେ ଡଲାବାଲି ଠାରେ ବିରାଟ କାୟ ଗଛ ରାସ୍ତା ଉପରେ ପଡ଼ି ଯାତାୟାତ ବନ୍ଦ ରହିଛି। ଅଭିମନ୍ୟୁ ପ୍ରଧାନ, ଜଗଦୀଶ ଦେହୁରୀ, ରାମଚନ୍ଦ୍ର କହଁର ଏବଂ ସୁରେନ୍ଦ୍ର ଦିଗାଲଙ୍କ ଘର ଛପର ଉଡ଼ି ଯାଇଥିବାବେଳେ ଜହ୍ନି, ଲାଉ, କଲରା ଓ ଅମୃତ ଭଣ୍ଡା ଚାଷ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। କ୍ଷୟକ୍ଷତି ଆକଳନ କରି ସହାୟତା ଯୋଗାଇଦେବାକୁ ସ୍ଥାନୀୟ ଲୋକେ ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ

ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍‌…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?