ଖଣିରେ ଅଗ୍ନିକାଣ୍ଡ: ଅପରେଟର ଗୁରୁତର

କାଳିଆପାଣି,୨୬।୧୧: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଏକ ଖଣିରେ ଅଗ୍ନିକାଣ୍ଡ ଘଟିଛି। ଡିଜିରେ ନିଆଁ ଲାଗିଯିବାରୁ ଅପରେଟର ପୋଡି ହୋଇ ଗୁରୁତର ହୋଇଛନ୍ତି । ଅପରେଟର ଜଣକ ଚିଙ୍ଗୁଡିପାଳ ଗ୍ରାମର ଦୁର୍ଯ୍ୟୋଧନ ମହାନ୍ତ ବୋଲି ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଟାଟା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri