ଖଣ୍ଡଗିରି ଉଦୟଗିରି ପାହାଡ଼ରେ ଐତିହ୍ୟ ପଦଯାତ୍ରା: ଯୋଗଦେଲେ ପ୍ରଗତିସାଥୀ, ସ୍ଥାପତ୍ୟ ଛାତ୍ରୀଛାତ୍ର, ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଖଣ୍ଡଗିରି-ଉଦୟଗିରି ପାଦଦେଶରେ ୧୦୨ତମ ଐତିହ୍ୟ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରର ୬୦ ଜଣ ପ୍ରଗତିସାଥୀଙ୍କ ସହ ୩୦ଜଣ ପର୍ଯ୍ୟଟକ ଯୋଗଦେଇଥିଲେ। ଏହି ପର୍ଯ୍ୟଟକଙ୍କ ମଧ୍ୟରୁ ୨୫ ଜଣ ସ୍ଥାପତ୍ୟ ଛାତ୍ରୀଛାତ୍ର ଥିଲେ। ଏଥର ପଦଯାତ୍ରା କିଛି ନିଆରା ରହିଥିଲା। ପଦଯାତ୍ରାରେ ଯୋଗଦେଇଥିବା ପ୍ରଗତିସାଥୀମାନେ କଳିଙ୍ଗର ଇତିହାସ ଓ ରାଜା ଖାରବେଳଙ୍କ ବିଷୟରେ ଜାଣିବା ସହ ଦୁଇ ପାହାଡ଼ରେ ପଡ଼ି ରହିଥିବା ବର୍ଜ୍ୟବସ୍ତୁକୁ ସଂଗ୍ରହ କରି ଡଷ୍ଟବିନ୍‌ରେ ପକାଇଥିଲେ। ଏଥିସହ ପରିବେଶକୁ ସ୍ବଚ୍ଛ ରଖିବା ସହ କିପରି ଦୈନନ୍ଦିନ ଜୀବନରେ ସ୍ବଚ୍ଛତାକୁ ଆପଣାଇହେବ ସେନେଇ ସଚେତନ କରିଥିଲେ। ସମସ୍ତ ପର୍ଯ୍ୟଟକ ମଧ୍ୟ ପ୍ରଗତିସାଥୀଙ୍କ ସହ ସାମିଲ୍‌ ହୋଇ ଦୁଇ ପାହାଡ଼ରୁ ଆବର୍ଜନା ହଟାଇଥିଲେ।

ଉଲ୍ଲେଖଯୋଗ୍ୟ, ଯୋଗଦେଇଥିବା ପ୍ରଗତିସାଥୀ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ)ର ସୋସିଆଲି ସ୍ମାର୍ଟ ପ୍ରୋଜେକ୍ଟ ଅଧୀନରେ ତାଲିମ୍‌ ନେଉଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନେ ସ୍ବଚ୍ଛତା ନେଇ ଲୋକଙ୍କୁ ସଚେତନ କରୁଛନ୍ତି। ବିଏସ୍‌ସିଏଲର ଅଧିକାରୀ ଶିଶିର ଗ୍ରହାଚାର୍ଯ୍ୟ, ସରୋଜିନୀ ବ୍ରହ୍ମା ଓ ହମାରା ବଚ୍‌ପନ୍‌ ଟ୍ରଷ୍ଟର ରୀନା ବେହେରାଙ୍କ ନେତୃତ୍ୱରେ ସେମାନେ ପଦଯାତ୍ରାରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହୁ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri