ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବୋଲଗଡ଼,୧୯ା୭(ଡି.ଏନ.ଏ.)-ନିର୍ବାଚନ କାର୍ଯ୍ୟ ଚାଲିଥିବାବେଳେ କେନ୍ଦ୍ରାପଡ଼ା ପାଟକୁରାଠାରେ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଏସ୍‌ପିଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ହୋଇଛି। ଓଡ଼ିଶା ୟୁନିୟନ ଅଫ୍‌ ଜର୍ନାଲିଷ୍ଟ(ଓୟୁଜେ), ବୋଲଗଡ ବ୍ଲକ ପକ୍ଷରୁ ଉକ୍ତ ଘଟଣାର ବିରୋଧ ଓ ନିନ୍ଦା କରାଯାଇଛି । ଚତୁର୍ଥ ସ୍ତମ୍ବର କଣ୍ଠରୋଧ ତଥା ସର୍ବ ସମ୍ମୁଖରେ ଜଣେ ଖବରଦାତାଙ୍କୁ ଅପମାନିତ କରିବା ଘଟଣାର ପ୍ରତିବାଦରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବୋଲଗଡ଼ ବିଡିଓ ମଧୁସୂଦନ ବେହେରାଙ୍କୁ ପ୍ରଦାନ କରାଯାଇଛି। କାଶୀନାଥ ହୋତା, ଓୟୁଜେର ଖୋର୍ଦ୍ଧା ଜିଲା ସମ୍ପାଦକ ରମେଶ ରଞ୍ଜନ ସାହୁ, ଦିଲୀପ ଚୌଧୁରୀ, ସୁରେଶ ସାମନ୍ତରାୟ, ଦୀପକ ପାହାଡ଼ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମହାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?