ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦେଶବାସୀ କରୋନା ଭୂତାଣୁ ପାଇଁ ଭୟଭୀତ ଅବସ୍ଥାରେ ଥିବାବେଳେ ଏବେ ଲକ୍ଡାଉନ୍ରେ ରହିଛି। ଏପରି ସ୍ଥିତିରେ ସମସ୍ତ ଗଣମାଧ୍ୟମ ପ୍ରତିନିଧି ନିଜ ଜୀବନକୁ ପାଣି ଛଡ଼ାଇ ବିଭିନ୍ନ ଅଞ୍ଚଳ ବୁଲି ଖବର ସଂଗ୍ରହ ଓ ପରିବେଷଣ କରିଚାଲିଛନ୍ତି। ଏ ପରିପ୍ରେକ୍ଷୀରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତି ସରକାର ଅଦ୍ୟାବଧି ସାମାନ୍ୟତମ ଅନୁକମ୍ପା ପ୍ରଦର୍ଶନ କରି ନାହାନ୍ତି। ଖବରଦାତାମାନଙ୍କୁ ଦିଆଯାଉଥିବା ସ୍ବାସ୍ଥ୍ୟବୀମା ବାବଦରେ ୨ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି ଓ ତାଙ୍କ ପରିବାରର ଅନ୍ୟୁନ ୫ଜଣ ସଦସ୍ୟଙ୍କୁ ଏହି ବୀମା ତାଲିକାଭୁକ୍ତ କରାଯିବା ନିମନ୍ତେ ଦାବି କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ପ୍ରେସ କ୍ଲବର ସାଧାରଣ ସମ୍ପାଦକ ରଞ୍ଜନ ବାଗ, ବଂଶୀଧର ଜେନା, ଅଜିତ୍ ମହାନ୍ତି, ରବି ରାଉତ, ପ୍ରକାଶ ମହାନ୍ତି, ଜ୍ଞାନ ରଞ୍ଜନ ଦାସ, ରମଣୀ ରଞ୍ଜନ ଦାସ, ଆଲୋକ କୁମାର ବାରିକ, ଅଧୀପ କୁମାର ଜେନା, ପ୍ରସନ୍ନଜିତ୍ ଆଶ୍, ସପନ କୁମାର ବିଶ୍ୱାଳ, ମୃତ୍ୟୁଞ୍ଜୟ ପଟ୍ଟନାୟକ, ମନୋଜ ବିଶ୍ୱାଳ, ଗୋବିନ୍ଦ ରାଠି ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
Archives


