ବିଜେପୁର,୧୯।୪(ଡି.ଏନ.ଏ.)-ବରଗଡ ଜିଲା ବିଜେପୁର ବ୍ଲକ ଚାରପାଲି ପଞ୍ଚାୟତରେ ଲକ୍ ଡାଉନ ବେଳେ ନିରାଶ୍ରିତଙ୍କୁ ରନ୍ଧା ଖାଦ୍ୟ ନ ମିଳିବା ଘଟଣାର ରବିବାର ପ୍ରଶାସନିକ ତଦନ୍ତ ହୋଇଛି । ବିଡିଓ ପଦ୍ମନାଭ ସାମନ୍ତରାୟ ଚାରପାଲିକୁ ଯାଇ ଏହାର ତଦନ୍ତ କରିଥିଲେ। ସ୍ଥାନୀୟ ପଞ୍ଚାୟତ କମ୍ପ୍ଲେକ୍ସରେ ଆଶ୍ରୟ ନେଇଥିବା ବେଲେକୁମୁରାକୁ ଭେଟି ତାଙ୍କ ବିଷୟରେ ପଚାରି ବୁଝିଥିଲେ। ଲକ୍ ଡାଉନ ଶେଷ ହେବାଯାଏଁ ତାଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ବିଡିଓ କହିଥିଲେ । ସୂଚନାଯୋଗ୍ୟ ଯେ, ଚାରପାଲି ପଞ୍ଚାୟତରେ କୌଣସି ଜଣେ ବ୍ୟକ୍ତିଙ୍କୁ ମଧ୍ୟ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉ ନ ଥିଲା । ଏ ନେଇ ଗଣମାଧ୍ୟମ ପ୍ରତିନିଧିଗଣ ଶନିବାର ଉକ୍ତ ଗାଁକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ଏହି ନିରାଶ୍ରିତଙ୍କ ବିଷୟରେ ଅଭିଯୋଗ କରିଥିଲେ। ଫଳରେ ଧରିତ୍ରୀ ପଶ୍ଚିମ ଓଡିଶା ସଂସ୍କରଣରେ ଲକ୍ ଡାଉନ କଟକଣା: ନିରାଶ୍ରିତଙ୍କୁ ମିଳୁନି ରନ୍ଧାଖାଦ୍ୟ ଶୀର୍ଷକ ଖବର ରବିବାର ପ୍ରକାଶିତ ହୋଇଥିଲା। ଖବର ପ୍ରକାଶିତ ହେବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିଥିଲା।
Posted inଆମ ଜିଲା ଖବର, ବରଗଡ଼ View All
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି...
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍...
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
Archives


