ଖରସ୍ରୋତାରେ ଡଙ୍ଗା ବୁଡ଼ି, ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ସିଂହପୁର,୧୪।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀଗ୍ରାମ ନଦୀ ଅପରପାର୍ଶ୍ୱ ମଧୁବନଠାରେ ଖରସ୍ରୋତାରେ ବୁଧବାର ଡଙ୍ଗା ବୁଡ଼ିଯାଇଥିଲା। ମାତ୍ର ସ୍ଥାନୀୟ ଲୋକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ସେଥିରେ ଥିବା ଛାତ୍ରୀଛାତ୍ରଙ୍କ ସମେତ କିଛି ଯାତ୍ରୀ ନିଶ୍ଚିତ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ, ବୁଧବାର ପୂର୍ବାହ୍ନରେ ଏକ ଡଙ୍ଗା ମଧୁବନ ଘାଟଛନ୍ଦାରୁ ୨୫ ଜଣ ଛାତ୍ରୀଛାତ୍ର ଓ ୧୦ ଜଣ ଯାତ୍ରୀଙ୍କୁ ନେଇ ନଦୀ ପାର ହେଉଥିବା ବେଳେ ମଧୁବନ ଛନ୍ଦା ନିକଟରେ ଭାରସାମ୍ୟ ହରାଇ ନଦୀଛନ୍ଦା ନିକଟରେ ବୁଡିଯାଇଥିଲା। ସେହି ସମୟରେ କୂଳରେ ଥିବା ସ୍ଥାନୀୟ ବାସିନ୍ଦା ଲକ୍ଷ୍ମୀଧର ମଲିକ, ଅକ୍ଷୟ ବିଶ୍ୱାଳ, ରାଜକିଶୋର ରାଉତ, ଭିକାରୀ ସାମଲ, ମଣିରାମ ମଲିକଙ୍କ ସମେତ କିଛି ଲୋକ ପହଁରି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିଥିଲେ। ଫଳରେ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ମଧୁବନ ଗ୍ରାମରେ ଉପ୍ରା ବିଦ୍ୟାଳୟ ଓ ହାଇସ୍କୁଲ ନ ଥିବାରୁ ଏହି ଗ୍ରାମର ପିଲା ବିପଦପୂର୍ଣ୍ଣ ଭାବେ ନଦୀ ପାର ହୋଇ ଜରୀ ଗ୍ରାମର ସ୍କୁଲକୁ ଯିବାକୁ ବାଧ୍ୟ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri