Posted inରାଜ୍ୟ

ଖରସ୍ରୋତା ନଦୀବନ୍ଧ ରାସ୍ତା ଶୋଚନୀୟ: ଯାତାୟାତରେ ଅସୁବିଧା

ବିଞ୍ଝାରପୁର,୭।୭(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇଛି। ନଦୀରୁ ବାଲି ଉଠାଇ ଟ୍ରାକ୍ଟର ଓ ଟ୍ରକ୍‌ଗୁଡିକ ଏହି ରାସ୍ତାଦେଇ ଯାତାୟାତ କରୁଛନ୍ତି। ଫଳରେ ବିଞ୍ଝାରପୁରଠାରୁ ସିଂହପୁର ପର୍ଯ୍ୟନ୍ତ ଖରତ୍ସୋତା ନଦୀବନ୍ଧରେ ବଡ଼ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଏଥିଯୋଗୁ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ବର୍ତ୍ତମାନ ବର୍ଷା ଋତୁ ଆରମ୍ଭ ହୋଇଥିବାରୁ ଯାତାୟାତ ସମୟରେ ଲୋକେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଅଭିଯୋଗ ହୋଇଥିଲେ ମଧ୍ୟ ସୁଫଳ ମିଳିପାରି ନ ଥିବାରୁ ଜନଅସନ୍ତୋଷ ବଢିବାରେ ଲାଗିଛି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ସତ୍ୟସାଗର ଭୂୟଁାଙ୍କୁ ପଚାରିବାରୁ ସେ ଖୁବ୍‌ଶୀଘ୍ର ରାସ୍ତା ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?