ଖରାଦିନେ ତ୍ୱଚାର ଯତ୍ନ

ଖରାଦିନେ ସାଧାରଣତଃ ତ୍ୱଚା ମଳିନ ପଡ଼ିଯାଏ। ଆପଣ ଚାହିଁଲେ କିଛି ଟିପ୍ସ ଆପଣାଇ ଏଥିରୁ ଆରାମ ପାଇପାରିବେ…
– କଟନ କପଡ଼ାରେ ବରଫ ଖଣ୍ଡକୁ ରଖି ମୁହଁରେ ଘଷନ୍ତୁ। ଏହାଦ୍ୱାରା ତ୍ୱଚାକୁ ଆରାମ ମିଳିଥାଏ ଏବଂ ତ୍ୱଚା କୋମଳ ରହିଥାଏ।
– ସୂର୍ଯ୍ୟକିରଣରେ ମୁହଁ ମଳିନ ପଡ଼ିଯାଇଥିଲେ ବାରମ୍ବାର ଥଣ୍ଡାପାଣିରେ ମୁହଁ ଧୁଅନ୍ତୁ।
– ଟମାଟୋ ପେଷ୍ଟ ପ୍ରସ୍ତୁତକରି ମୁହଁରେ ଲଗାନ୍ତୁ। ଦେଖିବେ ତ୍ୱଚାକୁ କିଛି ମାତ୍ରାରେ ଆରାମ ମିଳିବ।
– ଗୋଲାପ ଜଳରେ ତରଭୁଜ ରସ ମିଶାଇ ୨୦ ମିନିଟ୍‌ ପର୍ଯ୍ୟନ୍ତ ମୁହଁରେ ଲଗାନ୍ତୁ।
– ଏକ ଚାମଚ ମହୁରେ ଦୁଇଚାମଚ ଲେମ୍ବୁରସ ମିଶାଇ ମୁହଁରେ ଲଗାନ୍ତୁ। ଅଧଘଣ୍ଟା ପରେ ମୁହଁ ଧୋଇଦିଅନ୍ତୁ। ପ୍ରତିଦିନ ଆପଣ ଚାହିଁଲେ ଏପରି କରିପାରିବେ।
– ମୁଠାଏ ରାଶିକୁ ପେଷି ଅଧାକପ୍‌ ପାଣିରେ ଭିଜାନ୍ତୁ। ଦୁଇଘଣ୍ଟା ପରେ ଏହାକୁ ଛାଣି ମୁହଁକୁ ଧୁଅନ୍ତୁ। ମଳିନ ପଡ଼ିଯାଇଥିବା ତ୍ୱଚାକୁ ଆରାମ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri