ଖରାଦିନ ହେଲେ ମନେ ପଡେ ତାଳସଜର ମଜା

କେନ୍ଦୁଝର, ୧୫ା୫(ଡି.ଏନ୍‌.ଏ.)-ଖରାଦିନ ଆସିଗଲେ କେନ୍ଦୁଝରରେ ପ୍ରତିବର୍ଷ ପରି ବାହାର ବ୍ୟବସାୟୀମାନେ ଆସି ରାସ୍ତାକଡରେ ତାଳସଜର ପସରା ମେଲି ବ୍ୟବସାୟ କରି ବେଶ କିଛି ରୋଜଗାର କରିଥାନ୍ତି। ଖରାଦିନ ଫଳ ତରଭୂଜ, ପଇଡ, ଆମ୍ବର ଚାହିଦା ସହିତ ତାଳସଜର ଚାହିଦା ମଧ୍ୟ ଅଧିକ ରହିଛି। ତାଳସଜର ସ୍ବାଦ ନିଆରା। ଲୋକମାନେ ତାଳସଜ କିଣିବା ନିମନ୍ତେ ବେଶ ଭିଡ ଜମାନ୍ତି। ଜଣେ ବ୍ୟବସାୟୀ ଗୋଲକ ବେହେରାଙ୍କୁ ବ୍ୟବସାୟ ବାବଦରେ ପଚାରିବାରୁ ସେମାନେ ଯାଜପୁର ଜିଲ୍ଲା ହରିପୁରରୁ ଖରାଦିନେ ପ୍ରତିବର୍ଷ କେନ୍ଦୁଝରକୁ ଆସନ୍ତି। କେନ୍ଦୁଝରରେ ତାଳସଜର ଗ୍ରାହକ ଅନ୍ୟ ସ୍ଥାନ ଅପେକ୍ଷା ଅଧିକ। ପ୍ରତି ଦୁଇ ତିନିଦିନ ଅନ୍ତରରେ ସେମାନେ ଛୋଟ ଟ୍ରକରେ ତାଳ ଆଣନ୍ତି। ଏଠାରେ ବ୍ୟବସାୟ କରି ଭଲ ଦୁଇପଇସା ରୋଜଗାର କରି ପରିବାର ଚଳାନ୍ତି ବୋଲି ଅନ୍ୟ ଜଣେ ବ୍ୟବସାୟୀ ଶଙ୍କର ବେହେରା କହିଛନ୍ତି। କେନ୍ଦୁଝରର ଗ୍ରାହକ ବହୁତ ଶାନ୍ତ ଓ ସରଳ। ୧୦ଟଙ୍କା ବଦଳରେ ୨ରୁ ୩ଟି ତାଳ ସେମାନେ ବିକ୍ରୟ କରୁଥିବା ଜଣାପଡିଛି। ତେବେ ମଝିରେ ମଝିରେ ସେମାନେ ରାସ୍ତାକଡରେ ବ୍ୟବସାୟ କରୁଥିବାରୁ ମ୍ୟୁନିସିପାଲିଟି ପକ୍ଷରୁ ସେମାନଙ୍କୁ ଉଠାଇ ଦିଆଯାଉଥିବା ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri