ଖରିନାସୀରେ ଷ୍ଟୋଭ୍‌ ଫାଟିବା ଘଟଣା : ଆଖି ବୁଜିଲେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଗୁରୁତର ବ୍ୟକ୍ତିଜଣଙ୍କର ସେଠାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ମୃତକ ଦ୍ୱୟ ହେଲେ ନୟାଗଡ଼ର ପ୍ରକାଶ ଚନ୍ଦ୍ର ସାମନ୍ତରାୟ(୪୧) ଏବଂ ଗଞ୍ଜାମ ଜିଲା ଛତ୍ରପୁରର ସୁଶାନ୍ତ ସାହୁ(୪୭)। ମୃତଦେହ ଦୁଇଟି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଘଟଣାସ୍ଥଳରେ କେନ୍ଦ୍ରାପଡ଼ା ଏସ୍‌ପି ନୀତିଶେଖର ଏବଂ ଡିଏସ୍‌ପି କାର୍ତ୍ତିକ ଚନ୍ଦ୍ର ମଲ୍ଲିକ, ମହାକାଳପଡ଼ା ଆଇଆଇସି ମନୋରଞ୍ଜନ ଚୌଧୁରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri