ଭୁବନେଶ୍ୱର,୨୪ା୧୦(ବ୍ୟୁରୋ)- ଚଳିତ ଖରିଫ୍ ବିପଣନ ଋତୁ ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ କାର୍ଯ୍ୟକୁ ଅନ୍ଲାଇନ୍ ମାଧ୍ୟମରେ ସ୍ବଚ୍ଛ ଏବଂ ଅଧିକ ଫଳପ୍ରଦ କରାଯିବା ପାଇଁ ପଦକ୍ଷେପ ନିଆଯାଇଛି। ପଞ୍ଜିକୃତ କୃଷକମାନେ ସୁବିଧାରେ ସେମାନଙ୍କର ଧାନକୁ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରିକରି ପାରିବେ ା ଧାନ ସଂଗ୍ରହ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ ୫ ‘ଟି’କୁ କଡ଼ାକଡ଼ି ଭାବରେ ପାଳନ କରାଯିବ ା ଏହା ଦ୍ୱାରା କ୍ଷୁଦ୍ର ଓ ନାମମାତ୍ର, ପ୍ରକୃତ ଓ ଭାଗଚାଷୀମାନେ ବହୁଳ ଭାବରେ ଉପକୃତ ହେବେ ବୋଲି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ା
ଖରିଫ୍ ବିପଣନ ଋତୁ: ୨୦୧୯-୨୦; ଧାନ ସଂଗ୍ରହ କାର୍ଯ୍ୟରେ ପୂର୍ଣ୍ଣ ସ୍ବଚ୍ଛତା ଅଣାଯିବ : ମନ୍ତ୍ରୀ
ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର
ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍କ୍ଲେଭ…
ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ
ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
Archives

