ଖରିଫ୍‌ ବିପଣନ ଋତୁ: ୨୦୧୯-୨୦; ଧାନ ସଂଗ୍ରହ କାର୍ଯ୍ୟରେ ପୂର୍ଣ୍ଣ ସ୍ବଚ୍ଛତା ଅଣାଯିବ : ମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ)- ଚଳିତ ଖରିଫ୍‌ ବିପଣନ ଋତୁ ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ କାର୍ଯ୍ୟକୁ ଅନ୍‌ଲାଇନ୍‌ ମାଧ୍ୟମରେ ସ୍ବଚ୍ଛ ଏବଂ ଅଧିକ ଫଳପ୍ରଦ କରାଯିବା ପାଇଁ ପଦକ୍ଷେପ ନିଆଯାଇଛି। ପଞ୍ଜିକୃତ କୃଷକମାନେ ସୁବିଧାରେ ସେମାନଙ୍କର ଧାନକୁ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରିକରି ପାରିବେ ା ଧାନ ସଂଗ୍ରହ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ ୫ ‘ଟି’କୁ କଡ଼ାକଡ଼ି ଭାବରେ ପାଳନ କରାଯିବ ା ଏହା ଦ୍ୱାରା କ୍ଷୁଦ୍ର ଓ ନାମମାତ୍ର, ପ୍ରକୃତ ଓ ଭାଗଚାଷୀମାନେ ବହୁଳ ଭାବରେ ଉପକୃତ ହେବେ ବୋଲି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri