ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ

ସୁନ୍ଦରଗଡ଼,୨୮।୧୨(ଡି.ଏନ୍‌.ଏ.): ଅଦିନିଆ ବର୍ଷା ପରେ ସୁନ୍ଦରଗଡ଼ରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଏଠାରେ ଶନିବାର ପାରଦ ଆହୁରି ତଳକୁ ଖସିଛି। ବିଶେଷକରି କୋଇଡ଼ା, ଟେନ୍‌ସା ଆଦି ସ୍ଥାନରେ ବରଫପାତ ହୋଇଥିବା ଦେଖିବାକୁ ମିଳିଛି। ରାତିରେ ତାପମାତ୍ରା ୬ରୁ ୭ ଡିଗ୍ରୀକୁ ଖସି ଆସିଥିବା ଜଣାପଡ଼ିଛି। ପ୍ରବଳ ଶୀତଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତରୁ ରକ୍ଷା ପାଇବା ଲାଗି ଦିନରେ ମଧ୍ୟ ଲୋକେ ଗରମ ପୋଷାକ ପିନ୍ଧିବାକୁ ବାଧ୍ୟ ହେଉଛନ୍ତି।

ପ୍ରକାଶଯୋଗ୍ୟ, ସୁନ୍ଦରଗଡ଼ରେ ଶୁକ୍ରବାର ତାପମାତ୍ରା ୧୦.୫ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏହା ରାଜ୍ୟର ଅନ୍ୟ ସମସ୍ତ ଜିଲାଠାରୁ ସର୍ବନିମ୍ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ…

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri