ଭୁବନେଶ୍ୱର, ୧୪।୧୦: ଗତ କିଛିଦିନ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୮୪ (୧୮୩.୬୪) ପଏଣ୍ଟ ଖସି ୬୫,୨୮୩ (୬୫,୨୮୨.୭୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ ରେ ମଧ୍ୟ ୬୪ (୬୩.୭୦) ପଏଣ୍ଟ ହ୍ରାସ ଘଟି ୧୯,୭୫୧(୧୯,୭୫୧.୦୫) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲ୍କ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ ପରିବର୍ତ୍ତନ ଘଟିଛି।
ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ
ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...
ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା
ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...
ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା
ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...
୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...
ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...
ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍!
ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...
ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ
ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...
ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍ ପିପୁଲ ତାଲିକାରେ ଶାହରୁଖ୍
ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍ ଅଭିନେତା ଶାହରୁଖ୍ ଖାନ୍ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...
Archives


