ଭୁବନେଶ୍ୱର, ୧୪।୧୦: ଗତ କିଛିଦିନ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୮୪ (୧୮୩.୬୪) ପଏଣ୍ଟ ଖସି ୬୫,୨୮୩ (୬୫,୨୮୨.୭୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ ରେ ମଧ୍ୟ ୬୪ (୬୩.୭୦) ପଏଣ୍ଟ ହ୍ରାସ ଘଟି ୧୯,୭୫୧(୧୯,୭୫୧.୦୫) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲ୍କ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ ପରିବର୍ତ୍ତନ ଘଟିଛି।
୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା
ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…
ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ
ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…
ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ
ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ଧର୍ମାନ୍ତରୀକରଣ
ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
Archives

