Posted inଜାତୀୟ

ଖାଇକୁ ଖସିଲା ବସ୍‌: ୩୫ ଯାତ୍ରୀ ମୃତ

ଶ୍ରୀନଗର,୧।୭: ଜମ୍ମୁ-କଶ୍ମୀର କିରତଓ୍ବାଡ୍‌ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ କେଶବନ୍‌ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଗଭୀର ଖାଇକୁ ଖସି ପଡ଼ିଛି। ଏହି ଘଟଣାରେ ୩୫ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସକାଳ ୮ଟା ୪୦ରେ ଏହା ଘଟିଥିବା କୁହାଯାଉଛି। ମିନି ବସ୍‌ଟି କେଶବନ୍‌ରୁ କିରତଓ୍ବାଡା ଯାଉଥିଲା। ଶ୍ରୀଗିରି ନିକଟରେ ନିୟନ୍ତ୍ରଣ ହରାଇ ବସଟି ଖାଇକୁ ଖସି ପଡ଼ିଥିଲା। ବସ୍‌ରେ ଅଧିକ ଯାତ୍ରୀ ଥିବାରୁ ଏଭଳି ହୋଇଥିବା ପୋଲିସ କହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ମୃତକଙ୍କ ପରିବାରଙ୍କ ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri