ଖାଇବା ପରେ ଥଣ୍ଡାପାଣି ପିଇଲେ ବଢେ ହୃଦ୍‌ଘାତ ଆଶଙ୍କା

ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ୍‌ ଥାଏ। ଏଥିପାଇଁ ପିଇବା ପାଣିର ତାପମାତ୍ରା ୨୦ ରୁ ୨୨ ଡିଗ୍ରୀ ମଧ୍ୟରେ ରହିବା ଉପଯୁକ୍ତ। କେତେକ ବ୍ୟକ୍ତି ଖାଇବା ପରେ ଫ୍ରିଜ୍‌ ପାଣି ପିଇଥାଆନ୍ତି। କିନ୍ତୁ ଏହି ପାଣି ଯଦି ଅତ୍ୟଧିକ ଥଣ୍ଡା ହୋଇଥାଏ, ତେବେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ପାଣି ଅଧିକ ଥଣ୍ଡା ଥିଲେ ଏବଂ ତାହାକୁ ପିଇଲେ ଏହା ରୋଗ ପ୍ରତିରୋଧକ ଶକ୍ତିକୁ ହ୍ରାସ କରିଥାଏ। ଅପରପକ୍ଷରେ ଏହାର ସିଧାସଳଖ ପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଥଣ୍ଡା ପାଣି ପିଇବା ମାତ୍ରକେ ଢୋକିବା ପାଇଁ ସମୟ ଲାଗେ। କାରଣ ଏହି ପାଣିର ତାପମାତ୍ରା କିଛି ପରିମାଣରେ ସାମାନ୍ୟ ହେବା ପରେ ଗଳାରୁ ଖସିଥାଏ। କିନ୍ତୁ ନିରନ୍ତର ଖାଇବା ପରେ ସ୍ବାସ୍ଥ୍ୟ ଥଣ୍ଡାପାଣି ପିଇବା କ୍ଷତିକାରକ ଭାବେ ଅଧିକ ସମୟ ପର୍ଯ୍ୟନ୍ତ ଥଣ୍ଡା ପାଣି ପିଇବା ଦ୍ୱାରା ଟନ୍‌ସିଲ ସମସ୍ୟା ଉପୁଜିଥାଏ। ଥଣ୍ଡା ପାଣି ଦ୍ୱାରା ପେଟର ଅନ୍ତଃନଳୀ ସଙ୍କୁଚିତ ହୋଇଯାଏ, ଯଦ୍ୱାରା କଫ ସମସ୍ୟା ଦେଖାଦିଏ। ତେଣୁ କଫ ସମସ୍ୟା ଭୋଗୁଥିବା ଲୋକେ ଥଣ୍ଡା ପାଣିଠୁ ଦୂରରେ ରହିବା ଭଲ। ଖାଇବା ପରେ ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ୱାରା ହୃଦ୍‌ଘାତର ଆଶଙ୍କା ବଢ଼ିଥାଏ ବୋଲି ଆମେରିକୀୟ ବିଶେଷଜ୍ଞମାନେ ଗବେଷଣାରୁ ଜାଣିବାକୁ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri