Posted inଫୁରସତ

ଖାଇବା ପରେ ମହିଳାଙ୍କ ମୁହଁ ହେଉଥିଲା ଶୁଷ୍କ: ପରୀକ୍ଷା ପରେ ବାହାରିଲା ୫୩ ପଥର

ବେଳେବେଳେ ଡାକ୍ତରଙ୍କ ନିକଟକୁ ଏମିତି କିଛି ଅଜବ ରୋଗୀ ଆସିଥାନ୍ତି, ଯାହାଙ୍କ ରୋଗ ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଯାଇ ଥାଆନ୍ତିି। ଏମିତି କିଛି ଦେଖିବାକୁ ମିଳିଛି ଇରାକରେ। ୬୬ ବର୍ଷୀୟା ଜନୈକା ମହିଳାଙ୍କ ରୋଗ ଡାକ୍ତରଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥିଲା। ମହିଳା ଯେତେବେଳେ ଖାଦ୍ୟ ଖାଉଥିଲେ ତାଙ୍କ ଗାଲ ଶୁଷ୍କ ହୋଇଯାଉଥିଲା। ଏ ନେଇ ସେ ଡାକ୍ତରଙ୍କ ପାଖକୁ ଗଲେ। ପରୀକ୍ଷା ପରେ ଯାହା ଜଣାପଡ଼ିଲା ସେଥିରେ ସେ ଆଶ୍ଚର୍ଯ୍ୟ ହୋଇଗଲେ।
ମହିଳାଙ୍କ ପାରୋଟିଡ୍‌ ଗ୍ଲାଣ୍ଡ ଅର୍ଥାତ୍‌ ଲାଳଗ୍ରନ୍ଥିରେ ପଥର ଥିଲା। ତେବେ ଗୋଟିଏ କି ଦୁଇଟି ନୁହେଁ, ୫୩ଟି ପଥର ରହିଥିଲା। ଏହି କାରଣରୁ ସେ ଯାହା ଖାଉଥିଲେ ତାଙ୍କ ଗାଲ ଶୁଷ୍କ ହୋଇ ଯାଉଥିଲା। ତେବେ ତାଙ୍କ ମୁହଁରେ ବିନା କୌଣସି ଦାଗରେ ଅପରେଶନ କରାଯାଇ ପଥର କାଢ଼ିବାକୁ ସେ ଚାହୁଁଥିଲେ। ଶେଷରେ ସେଇଆ ହେଲା। ବିନା ଦାଗରେ ମହିଳାଙ୍କ ମୁହଁର ଅପରେଶନ କରାଯାଇ ୫୩ଟି ପଥର ବାହାର କରାଗଲା। ଅପରେଶନ କରିଥିବା ଡାକ୍ତରଙ୍କ କହିବା ଅନୁଯାୟୀ, ଏହି ଘଟଣା ପ୍ରଥମ। ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମର ଅସ୍ତ୍ରୋପଚାର ପରେ ସମସ୍ତ ପଥରକୁ ତାଙ୍କ ମୁହଁରୁ ବାହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri